2 Corinthians 1:24 — Compare Translations
7 translations compared side by side
Odia - 1840
"ପରମେଶ୍ବର ଏଥିର ସାକ୍ଷୀ। ମାେ କହିବା ଉଦ୍ଦେଶ୍ଯ ନୁହେଁ ଯେ, ଆମ୍ଭେ ତୁମ୍ଭମାନଙ୍କ ବିଶ୍ବାସକୁ ନିୟନ୍ତ୍ରିତ କରିବାକୁ ଇଚ୍ଛା କରୁ। ତୁମ୍ଭମାନେେ ବିଶ୍ବାସ ରେ ଦୃଢ଼ କିନ୍ତୁ ଆମ୍ଭମାନେେ ତୁମ୍ଭର ଆନନ୍ଦ ପାଇଁ ତୁମ୍ଭମାନଙ୍କର ସହକର୍ମୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ବିଶ୍ଵାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ଵ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକାର୍ଯ୍ୟକାରୀ ଅଟୁ; ଯେଣୁ ବିଶ୍ଵାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ କେଉଁ କଥା ବିଶ୍ୱାସ କରିବ, ଏବିଷୟରେ ତୁମ ଉପରେ କତ୍ତୃତ୍ୱ କରିବାକୁ ଆମେ ଚେଷ୍ଠା କରୁ ନାହୁଁ, କାରଣ ତୁମ୍ଭେମାନେ ବିଶ୍ୱାସରେ ସୁପ୍ରତିଷ୍ଠିତ। ବରଂ ତୁମ୍ଭମାନଙ୍କୁ କେବଳ ସୁଖୀ କରିବା ପାଇଁ ତୁମ୍ଭମାନଙ୍କ ସହିତ ମିଳିମିଶି ଆମେ କାର୍ଯ୍ୟ କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏଥିର ସାକ୍ଷୀ। ମୋ’ କହିବା ଉଦ୍ଦେଶ୍ୟ ନୁହେଁ ଯେ, ଆମ୍ଭେ ତୁମ୍ଭମାନଙ୍କ ବିଶ୍ୱାସକୁ ନିୟନ୍ତ୍ରିତ କରିବାକୁ ଇଚ୍ଛା କରୁ। ତୁମ୍ଭେମାନେ ବିଶ୍ୱାସରେ ଦୃଢ଼ କିନ୍ତୁ ଆମ୍ଭେମାନେ ତୁମ୍ଭର ଆନନ୍ଦ ପାଇଁ ତୁମ୍ଭମାନଙ୍କର ସହକର୍ମୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକର୍ମୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକାର୍ଯ୍ୟକାରୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವಿಶ್ವಾಸಾಚ್ಯಾ ವೈರ್ ಅಧಿಕಾರ್ ಚಾಲ್ವುಚೆ ಮನ್ತಲಿ ಅಮ್ಚಿ ಆಶಾ ನ್ಹಯ್, ಕಶ್ಯಾಕ್ ಮಟ್ಲ್ಯಾರ್, ತುಮ್ಚ್ಯಾ ವಿಶ್ವಾಸಾತ್ ತುಮಿ ಘಟ್ ಹಾಸಿ, ತುಮ್ಚಿ ಕುಶಿ ಜಾಸ್ತಿ ಕರುಸಾಟ್ನಿ ತುಮ್ಚ್ಯಾ ವಾಂಗ್ಡಾ ಕಾಮ್ ಕರುಕ್ ಅಮ್ಕಾ ಲೈ ಮನ್ ಹಾಯ್.