2 Corinthians 1:3 — Compare Translations
7 translations compared side by side
Odia - 1840
"ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣା ରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟ ରେ ସାନ୍ତ୍ବନାଦାତା ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ଵନାଦାତା ଈଶ୍ଵର;
Odia BSI (ପବିତ୍ର ବାଇବଲ (CL) NT (BSI))
ଆସନ୍ତୁ, ଆମ୍ଭମାନେଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା, କରୁଣାସାଗର ଓ ସମସ୍ତ ସାହାଯ୍ୟରେ ଉତ୍ସ, ଈଶ୍ୱରଙ୍କୁ କୃତଜ୍ଞତା ଜଣାଇବା।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାନ୍ତି ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣାରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟରେ ସାନ୍ତ୍ୱନାଦାତା ପରମେଶ୍ୱର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ୱର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಕ್ ಅನಿ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ಬಾಬಾಕ್ ಹೊಗ್ಳಾಪ್, ತೊ ದಯಾ ದಾಕ್ವುತಲೊ ಬಾಬಾ, ಸಗ್ಳಿ ಮಜತ್ ತ್ಯಾಚ್ ದೆವಾಕ್ನಾ ಯೆತಾ.