2 Corinthians 1:4 — Compare Translations

7 translations compared side by side

Odia - 1840
"ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ବନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ଯ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ବନା ପ୍ରଦାନ କରିପାରିବା। ଆମ୍ଭକୁ ପରମେଶ୍ବର ଯେଉଁ ପ୍ରକାର ସାନ୍ତ୍ବନା ଦିଅନ୍ତି, ଆମ୍ଭେ ସହେିମାନଙ୍କୁ ସହେି ପ୍ରକାର ସାନ୍ତ୍ବନା ପ୍ରଦାନ କରି ପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ଦ୍ଵାରା ଯେଉଁ ସାନ୍ତ୍ଵନାରେ ଆମ୍ଭେମାନେ ସାନ୍ତ୍ଵନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ଵନା ଦ୍ଵାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ଵନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ଵନା ପ୍ରଦାନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ କ୍ଳେଶ ଭୋଗ ସମୟରେ ସେ ଆମକୁ ଯେଉଁ ସାନ୍ୱନା ଦ୍ୱାରା ଆମେ ଯେଉଁ ସାନ୍ତ୍ୱନା ଦେଇ ପାରିବା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ୱନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ୟ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ୱନା ପ୍ରଦାନ କରି ପାରିବା। ଆମ୍ଭକୁ ପରମେଶ୍ୱର ଯେଉଁ ପ୍ରକାର ସାନ୍ତ୍ୱନା ଦିଅନ୍ତି, ଆମ୍ଭେ ସେହିମାନଙ୍କୁ ସେହି ପ୍ରକାର ସାନ୍ତ୍ୱନା ପ୍ରଦାନ କରି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಅಮ್ಚ್ಯಾ ಸಗ್ಳ್ಯಾ ತರಾಸಾಕ್ನಿ ಅಮ್ಕಾ ಮಜತ್ ದಿತಾ; ತಸೆ ಮನುನ್ ತೆಚ್ಯಾ ವೈನಾ ಅಮ್ಕಾ ಗಾವಲ್ಲ್ಯಾ ಮಜತಿಚ್ಯಾ ವೈನಾ ಸಗ್ಳ್ಯಾ ಕಸ್ಟಾತ್ನಿ ಪಡಲ್ಲ್ಯಾ ದುಸ್ರ್ಯಾಕ್ನಿ ಮಜತ್ ಕರುಕ್ ಅಮಿ ಪಾವ್ತಾವ್.