2 Corinthians 1:6 — Compare Translations
7 translations compared side by side
Odia - 1840
"ଯଦି ଆମ୍ଭେ କଷ୍ଟ ରେ ରହିଛୁ, ସଗେୁଡ଼ିକ ତୁମ୍ଭମାନଙ୍କ ସାନ୍ତ୍ବନା ଓ ପରିତ୍ରାଣ ନିମନ୍ତେ ଉଦ୍ଦିଷ୍ଟ। ଯଦି ଆମ୍ଭେ ସାନ୍ତ୍ବନା ପାଇଛୁ, ତାହା ତୁମ୍ଭମାନଙ୍କର ପାଇଁ ଅଟେ। ଆମ୍ଭମାନେେ ଯେଉଁ ଯାତନା ସହୁ, ସହେି ଯାତନା ର୍ଧୈୟ୍ଯ ପୂର୍ବକ ସହିବା ପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ଵନା ଓ ପରିତ୍ରାଣ ନିମନ୍ତେ; କିମ୍ଵା ଆମ୍ଭେମାନେ ସାନ୍ତ୍ଵନା ପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ଵନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ଵନା କାର୍ଯ୍ୟ ସାଧନ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଯଦି କ୍ଳେଶ ଭୋଗ କରୁ, ତାହା ତୁମ୍ଭମାନଙ୍କର ଉପକାର ଓ ପରିତ୍ରାଣ ନିମନ୍ତେ। ଆମେ ସାନ୍ତ୍ୱନା ପାଇଲେ, ତୁମେ ମଧ୍ୟ ସେହିପାରି ଧୈର୍ଯ୍ୟ ସହକାରେ କ୍ଳେଶ ଭୋଗ କରିବା ପାଇଁ ସାନ୍ତ୍ୱନା ଓ ଶକ୍ତି ପାଇବା।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ କଷ୍ଟରେ ରହିଛୁ, ସେଗୁଡ଼ିକ ତୁମ୍ଭମାନଙ୍କ ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ ଉଦ୍ଧିଷ୍ଟ। ଯଦି ଆମ୍ଭେ ସାନ୍ତ୍ୱନା ପାଇଛୁ, ତାହା ତୁମ୍ଭମାନଙ୍କର ପାଇଁ ଅଟେ। ଆମ୍ଭେମାନେ ଯେଉଁ ଯାତନା ସହୁ, ସେହି ଯାତନା ଧୈର୍ଯ୍ୟ ପୂର୍ବକ ସହିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಕಸ್ಟಾತ್ನಿ ಶಿರಕ್ತಾವ್ ಹೆ ತುಮ್ಚ್ಯಾ ಮಜತಿ ಅನಿ ಸುಟ್ಕಾಸಾಟ್ನಿ; ಅಮ್ಕಾ ಮಜತ್ ಗಾವ್ತಾ ಜಾಲ್ಯಾರ್ಬಿ ತಿ ತುಮ್ಚ್ಯಾ ಮಜತಿಸಾಟ್ನಿ ಅನಿ ಆಮ್ಕಾ ಗಾವಲ್ಲೊ ಕಸ್ಟ್ ತುಮ್ಕಾಬಿ ಗಾವಲ್ಯಾ ತನ್ನಾ ತೆ ಸೊಸುಕ್ ಧೈರೊ ಅನಿ ಬಳ್ ಗಾವ್ಕ್ ಸಾಟ್ನಿ.
Recommended Reading