2 Corinthians 1:7 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କଠା ରେ ଆମ୍ଭର ଦୃଢ଼ ଭରସା ଅଛି। ଆମ୍ଭେ ଜାଣୁ ଯେ, ତୁମ୍ଭମାନେେ ଆମ୍ଭ ଯାତନା ରେ ଭାଗୀ। ଅତଏବ, ଆମ୍ଭେ ଜାଣୁ ଯେ, ସହେିଭିଳ ଆମ୍ଭମାନଙ୍କର ସାନ୍ତ୍ବନା ରେ ମଧ୍ଯ ତୁମ୍ଭର ଅଂଶ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ଵନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କଠାରେ ଆମର ଭରସା ଅଟଳ। ଆମେ ଜାଣୁ, ତୁମ୍ଭମାନେ ଆମ ସୁଃଖ କଶ୍ଟରେ ଯେପରି ଅଂଶୀ ହୋଇଛ, ସେହିପରି ଆମ୍ଭମାନଙ୍କ ସଂନ୍ତ୍ୱନର ମଧ୍ୟ ଅଂଶୀ ହୋଇଛ, ସେହିପରି ଆମ୍ଭମନଙ୍କ ସାନ୍ତ୍ୱନାର ମଧ୍ୟ ଅଂଶୀ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କଠାରେ ଆମ୍ଭର ଦୃଢ଼ ଭରସା ଅଛି। ଆମ୍ଭେ ଜାଣୁ ଯେ, ତୁମ୍ଭେମାନେ ଆମ୍ଭ ଯାତନାରେ ଭାଗୀ। ଅତଏବ, ଆମ୍ଭେ ଜାଣୁ ଯେ, ସେହିଭିଳ ଆମ୍ଭମାନଙ୍କର ସାନ୍ତ୍ୱନାରେ ମଧ୍ୟ ତୁମ୍ଭର ଅଂଶ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವರ್‍ತಿ ಹೊತ್ತೊ ಅಮ್ಚೊ ಬರೊಸೊ ಬಿಲ್ಕುಲ್ ಹಾಲಿ ಸಾರ್ಕೊ ನಾ; ಕಶ್ಯಾಕ್ ಮಟ್ಲ್ಯಾರ್, ಅಮ್ಚ್ಯಾ ಕಸ್ಟಾತ್ ತುಮಿ ಬಾಗ್ ಘೆಟ್ಲ್ಯಾಶಿ. ತಸೆಚ್ ಅಮ್ಕಾ ಪಾಳ್ತಾ ತ್ಯಾ ಮಜತಿತ್‌ಬಿ ತುಮಿ ಭಾಗ್ ಘೆತ್ಯಾಶಿ.