2 Corinthians 1:8 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ! ଏସିଆ ଦେଶ ରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଚାହୁଁ ଯେପରି ସହେି ବିଷୟ ରେ ତୁମ୍ଭମାନେେ ମଧ୍ଯ ଜାଣ। ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭମାନେେ ଜୀବନର ସମସ୍ତ ଆଶା ହରାଇଥିଲୁ। ସହେି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ଵନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଆମେ ଏସିଆ ପ୍ରଦେଶରେ ଭୋଗିଥିବା ନିର୍ଯ୍ୟତନା ବିଷୟ ତମାନଙ୍କୁ ଜଣାଇବାକୁ ଚାହୁଁଛୁ। ସେହି ନିର୍ଯ୍ୟତନା ଅସହ୍ୟ ହୋଇ ପଡ଼ିବାରୁ ଆମେ ଜୀବନର ଆଶା ଛାଡ଼ି ଦେଇଥିଲୁ ଚାହିଁଛୁ। ସେହି ନିର୍ଯ୍ୟତନା ଅସହ୍ୟ ହୋଇ ପଡ଼ିବାରୁ ଆମେ ଜୀବନର ଆଶା ଛାଡ଼ି ଦେଇଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ଏସିଆ ଦେଶରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଗ୍ଭହୁଁ ଯେପରି ସେହି ବିଷୟରେ ତୁମ୍ଭେମାନେ ମଧ୍ୟ ଜାଣ। ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭେମାନେ ଜୀବନର ସମସ୍ତ ଆଶା ହରାଇଥିଲୁ। ସେହି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ହେ ଭାଇମାନେ, ଏସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
Odia IRV 2017 (ଓଡିଆ ବାଇବେଲ)
କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು ಅಮಿ ಅಸ್ಸಿಯಾ ಮನ್ತಲ್ಯಾ ಪ್ರಾಂತ್ಯಾತ್ ಸೊಸಲ್ಲ್ಯಾ ತರಾಸಾಂಚ್ಯಾ ವಿಶಯಾತ್ ತುಮ್ಕಾ ಗೊತ್ತ್ ರ್ಹಾವ್ಚೆ ಮನುನ್ ಮಾಜಿ ಆಶಾ, ಅಮ್ಕಾ ಸೊಸುಕ್ ಹೊಯ್ನಾ ತವ್ಡ್ಯಾ ಕಸ್ಟಾತ್ ಅಮಿ ಸಿರಕಲ್ಲಾವ್, ಸಾಂಗುಚೆ ಜಾಲ್ಯಾರ್ ಅಮಿ ಹುರ್ತಾವ್ ಮನ್ತಲೊ ಬರೊಸೊಚ್ ನತ್ತೊ.