2 Corinthians 1:9 — Compare Translations

7 translations compared side by side

Odia - 1840
"ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିୟିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ଯୁରୁ ଉଥିତ କରନ୍ତି ସହେି ପରମେଶ୍ବରଙ୍କ ଉପରେ ବିଶ୍ବାସ ରଖିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ଵର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମକୁ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଛି ବୋଲଇ ଭାବିଥଲୁ। କିନ୍ତୁ ନିଜ ଉପରେ ନିର୍ଭର ନ କରି ମୃତକୁ ଜୀବନ ଦେଇଥିବା ଈଶ୍ୱରଙ୍କ ଉପରେ ନିର୍ଭର ରଖିବା ପାଇଁ ଏସବୁ ଘଟିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିଯିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ୟୁରୁ ଉ‌‌ତ୍‌‌ଥିତ କରନ୍ତି ସେହି ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;
Odia IRV 2017 (ଓଡିଆ ବାଇବେଲ)
ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ୱର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಟ್ಲ್ಯಾರ್ ಅಮ್ಕಾ ಮರನಾಚಿ ಶಿಕ್ಷಾ ಲಿವಲ್ಲಿ ಹಾಯ್ ಸರ್ಕೆ ಅಮ್ಕಾ ದಿಸ್ಲೆ, ಅಮಿ ಅಮ್ಚ್ಯಾ ವರ್ತಿ ನ್ಹಯ್, ಮರಲ್ಲ್ಯಾಕ್ನಿ ಝಿತ್ತೆ ಕರುನ್ ಉಟ್ವುತಲ್ಯಾ ದೆವಾಚ್ಯಾ ವರ್‍ತಿ ವಿಶ್ವಾಸ್ ಥವ್ಕ್ ಅಮಿ ಶಿಕ್ತಲ್ಯಾಸಾಟಿ ಅಶೆ ಹೊಲೆ.