2 Corinthians 10:11 — Compare Translations

7 translations compared side by side

Odia - 1840
"ଏଭଳି କହିବା ଲୋକ ଜାଣି ରଖିବା ଉଚିତ୍ ଯେ: ଆମ୍ଭେ ତୁମ୍ଭମାନଙ୍କ ସହିତ ଏବେ ନାହୁଁ, ଅତଏବ ଆମ୍ଭେ ଏହି କଥା ଗୁଡ଼ିକ ପତ୍ର ରେ ଲେଖିଛୁ। କିନ୍ତୁ ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ୟିବୁ ଆମ୍ଭେ ଦଖାଇେ ଦବେୁ ଯେ, ଆମ୍ଭ ପତ୍ରଟି ଯେଉଁ ଶକ୍ତି ଧାରଣ କରିଛି ସହେି ସମାନ ଶକ୍ତି ଆମ୍ଭେ ଧାରଣ କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଅନୁପସ୍ଥିତ ଥିବା ସମୟରେ ପତ୍ର ଦ୍ଵାରା ବାକ୍ୟରେ ଯେପରି, ଉପସ୍ଥିତ ଥିବା ସମୟରେ କାର୍ଯ୍ୟରେ ମଧ୍ୟ ଯେ ସେହିପରି, ଏହା ଏହିପରି ଲୋକେ ବୁଝନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଲୋକମାନଙ୍କର ବୁଝିବା ଉଚିତ୍ ଯେ, ଆମେ ଦୁରରୁ ଚିଠିରେ ଯାହା ଲେଖୁ, ସାକ୍ଷାତରେ ତାକୁ କାର୍ଯ୍ୟରେ ପରିଣତ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଏଭଳି କହିବା ଲୋକ ଜାଣି ରଖିବା ଉଚିତ୍ ଯେ: ଆମ୍ଭେ ତୁମ୍ଭମାନଙ୍କ ସହିତ ଏବେ ନାହୁଁ, ଅତଏବ ଆମ୍ଭେ ଏହି କଥା ଗୁଡ଼ିକ ପତ୍ରରେ ଲେଖିଛୁ। କିନ୍ତୁ ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଯିବୁ ଆମ୍ଭେ ଦେଖାଇ ଦେବୁ ଯେ, ଆମ୍ଭ ପତ୍ରଟି ଯେଉଁ ଶକ୍ତି ଧାରଣ କରିଛି ସେହି ସମାନ ଶକ୍ତି ଆମ୍ଭେ ଧାରଣ କରିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଅନୁପସ୍ଥିତ ଥିବା ସମୟରେ ପତ୍ର ଦ୍ୱାରା ବାକ୍ୟରେ ଯେପରି, ଉପସ୍ଥିତ ଥିବା ସମୟରେ କାର୍ଯ୍ୟରେ ମଧ୍ୟ ସେହିପରି, ଏହା ଏହିପରି ଲୋକେ ବୁଝନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଅନୁପସ୍ଥିତ ଥିବା ସମୟରେ ପତ୍ର ଦ୍ୱାରା ବାକ୍ୟରେ ଯେପରି, ଉପସ୍ଥିତ ଥିବା ସମୟରେ କାର୍ଯ୍ୟରେ ମଧ୍ୟ ସେହିପରି, ଏହା ଏହିପରି ଲୋକେ ବୁଝନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಮನ್ತಲ್ಯಾನಿ ಎವ್ಡೆಚ್ ಮನಾತ್ ಥವ್ನ್ ಘೆವ್ಚೆ; ಧುರ್ ರ್‍ಹಾತಾನಾ ಅಮ್ಚ್ಯಾ ಚಿಟಿಯಾಂಚ್ಯಾ ವೈನಾ ಕವ್ಡೆ ಅಮಿ ಖಡ್ತರ್, ತವ್ಡೆಚ್ ಇದ್ರಾಕ್ ರ್‍ಹಾತಾನಾ ಅಮ್ಚ್ಯಾ ಕರ್ನ್ಯಾತ್ನಿ ಖಡ್ತರ್.