2 Corinthians 10:12 — Compare Translations

7 translations compared side by side

Odia - 1840
"ଯେଉଁମାନେ ନିଜକୁ ବହୁତ ବଡ଼ ମନେ କରୁଛନ୍ତି, ସହେି ଲୋକମାନଙ୍କ ସହିତ ସମାନ ସ୍ତର ରେ ନିଜକୁ ସ୍ଥାପନ କରିବା ପାଇଁ ବା ତୁଳନା କରିବା ପାଇଁ ଆମ୍ଭେ ସାହସ କରୁ ନାହୁଁ। ସମାନେେ ନିଜକୁ ତୁଳନାର ମାନଦଣ୍ଡ ଭଳି ବ୍ଯବହାର କରି ଅନ୍ୟକୁ ନିଜ ସହ ତୁଳନା କରନ୍ତି ଓ ବିଚାର କରନ୍ତି, ଏତଦ୍ଦ୍ବାରା ସମାନେେ ଯେ କେତେ ମୂର୍ଖ, ଜଣାପଡ଼େ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ଆପଣା ଆପଣାକୁ ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ଆପଣା ଆପଣାମାନଙ୍କ ଦ୍ଵାରା ଆପଣା ଆପଣାର ପରିମାଣ ଓ ଆପଣା ଆପଣା ସହିତ ଆପଣା ଆପଣାର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ନିଜକୁ ଏପରି ବଫ ମନେ କରୁଥିବା ଲୋକମାନଙ୍କର ଶ୍ରେଣୀଭୂକ୍ତ ହେବା ପାଇଁ କିମ୍ବା ସେମାନଙ୍କ ସହିତ ନିଜକୁ ତୁଳନା କରିବାର ସାହସ ଆମର ନାହିଁ। ସେମାନେ କେଡ଼େ ନିର୍ବୋଧ, କାରଣ ସେମାନେ ନିଜକୁ ନିଜ ସହିତ ମାପନ୍ତି, ନିଜ ମାନଦଣ୍ଡ ପରସ୍ପରର ବିଚାର କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ନିଜକୁ ବହୁତ ବଡ଼ ମନେ କରୁଛନ୍ତି, ସେହି ଲୋକମାନଙ୍କ ସହିତ ସମାନ ସ୍ତରରେ ନିଜକୁ ସ୍ଥାପନ କରିବା ପାଇଁ ବା ତୁଳନା କରିବା ପାଇଁ ଆମ୍ଭେ ସାହସ କରୁ ନାହୁଁ। ସେମାନେ ନିଜକୁ ତୁଳନାର ମାନଦଣ୍ଡ ଭଳି ବ୍ୟବହାର କରି ଅନ୍ୟକୁ ନିଜ ସହ ତୁଳନା କରନ୍ତି ଓ ବିଗ୍ଭର କରନ୍ତି, ଏତଦ୍ଦ୍ୱାରା ସେମାନେ ଯେ କେତେ ମୂର୍ଖ, ଜଣାପଡ଼େ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚೆಚ್ ಮೊಟೆಪಾನ್ ಬೊಲ್ತ್ಯಾತ್ ತೆಂಚ್ಯಾ ಸರ್ಕೆ ಹೊವ್ಕ್ ನಾ ಹೊಲ್ಯಾರ್ ಅಮ್ಕಾಚ್ ತೆಂಚ್ಯಾ ಸಮಾಸಮಾ ಕರುಕ್ ಅಮ್ಕಾ ಧೈರೊ ಪಾವಿನಾ. ಅಪ್ನಿ ಮೊಟೆ ಮನುನ್ ಚಿಂತುನ್ ನಾಹೊಲ್ಯಾರ್ ಎಕಾಮೆಕಾಕ್ ಸಮಾ ಕರುನ್ ತೆನಿ ಅಪ್ಲೆಚ್ ಪಿಶೆಪಾನ್ ದಾಕ್ವುತ್ಯಾತ್.