2 Corinthians 10:14 — Compare Translations

7 translations compared side by side

Odia - 1840
"ଆମ୍ଭେ ଅଧିକ ଗର୍ବ କରୁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖକୁ ନ ଆସି ଥିଲେ ଆମ୍ଭେ ମିଛଟା ରେ ଅତ୍ଯଧିକ ପ୍ରଶଂସା ନଇେଥାନ୍ତୁ। କିନ୍ତୁ ବାସ୍ତବିକତା ଆମ୍ଭମାନେେ ଖ୍ରୀଷ୍ଟଙ୍କର ସୁସମାଚାର ସହିତ ତୁମ୍ଭମାନଙ୍କ ପାଖ ରେ ପହଁଚିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ନ ଥିଲା ପରି ଆମ୍ଭେମାନେ ଯେ ସୀମା ଲଙ୍ଘନ କରୁଅଛୁ, ତାହା ନୁହେଁ, ଯେଣୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରୁ କରୁ ଆମ୍ଭେମାନେ ତୁମ୍ଭମାନଙ୍କ ପର୍ଯ୍ୟନ୍ତ ସୁଦ୍ଧା ପ୍ରଥମେ ଯାଇଥିଲୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ଆମେ ପ୍ରଥମେ ଖ୍ରୀଷ୍ଟଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟକୁ ନେଇ ଯାଇଥିବା ସମୟରେ କୌଣସି ସୀମାବହିର୍ଭୁତ କାର୍ଯ୍ୟ କରି ନାହୁଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଅଧିକ ଗର୍ବ କରୁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖକୁ ନ ଆସି ଥିଲେ ଆମ୍ଭେ ମିଛଟାରେ ଅତ୍ୟଧିକ ପ୍ରଶଂସା ନେଇଥା’ନ୍ତୁ। କିନ୍ତୁ ବାସ୍ତବିକତା ଆମ୍ଭେମାନେ ଖ୍ରୀଷ୍ଟଙ୍କର ସୁସମାଗ୍ଭର ସହିତ ତୁମ୍ଭମାନଙ୍କ ପାଖରେ ପହଞ୍ଚିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ନ ଥିଲା ପରି ଆମ୍ଭେମାନେ ଯେ ସୀମା ଲଙ୍ଘନ କରୁଅଛୁ, ତାହା ନୁହେଁ, ଯେଣୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରୁ କରୁ ଆମ୍ଭେମାନେ ତୁମ୍ଭମାନଙ୍କ ପର୍ଯ୍ୟନ୍ତ ସୁଦ୍ଧା ପ୍ରଥମେ ଯାଇଥିଲୁ;
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ନ ଥିଲା ପରି ଆମ୍ଭେମାନେ ଯେ ସୀମା ଲଙ୍ଘନ କରୁଅଛୁ, ତାହା ନୁହେଁ, ଯେଣୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରୁ କରୁ ଆମ୍ଭେମାନେ ତୁମ୍ଭମାନଙ୍କ ପର୍ଯ୍ୟନ୍ତ ସୁଦ୍ଧା ପ୍ରଥମେ ଯାଇଥିଲୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಮಿ ಹ್ಯಾ ಗಡಿಚ್ಯಾ ಭುತ್ತುರ್‍ಲೆ ತಸೆ ಮನುನ್ ಅಮಿ ಕ್ರಿಸ್ತಾಚಿ ಬರಿ ಖಬರ್ ಘೆವ್ನ್ ತುಮ್ಚ್ಯಾ ಮದ್ದಿ ಅದ್ದಿ ಯೆಲ್ಲಾವ್. ಅನಿ ತುಮಿ ಭಾಯ್ಲೆ ಹೊಲ್ಲ್ಯಾಶಿ ಜಾಲ್ಯಾರ್ ಬಿ ತುಮ್ಚ್ಯಾ ಕಡೆ ಯೆಲ್ಲ್ಯಾ ವೈನಾ ನಿರ್ದಾರ್ ಕರಲ್ಲಿ ಗಡ್ ಮಿಯಾ ಉತರಲ್ಲ್ಯಾ ಸಾರ್ಕೆ ಹೊಯ್ ಹೊತ್ತೆ.