2 Corinthians 10:15 — Compare Translations

7 translations compared side by side

Odia - 1840
"ଆମ୍ଭେ ଅନ୍ୟମାନଙ୍କ ଦ୍ବାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କବଳେ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ବାସ ବଢ଼ିବା ସହିତ ଆମ୍ଭ କାମ ବ୍ଯାପକ ଭାବରେ ବଢ଼ିବା ରେ ତୁମ୍ଭମାନେେ ସାହାୟ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ଵାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ଵାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ନିରୂପିତ ଆମ କାର୍ଯ୍ୟକ୍ଷେତ୍ରର ପରିସର ବାହାରେ ଅନ୍ୟମାନଙ୍କ କାର୍ଯ୍ୟର ସୁଯୋଗ ନେଇ ଦର୍ପ କରି ନାହୁଁ। ବରଂ ଆମେ ଆଶା କରୁଛୁ ଯେ, ତୁମ୍ଭେମାନେ ବିଶ୍ୱାସରେ ବୃଦ୍ଧିଲାଭ କରିବା ସଙ୍ଗେ ସଙ୍ଗେ ତୁମ୍ଭମାନଙ୍କ ମଧ୍ୟରେ ଆମର କର୍ମକ୍ଷେତ୍ର ଆହୁରି ପ୍ରସାରିତ ହେବ। କିନ୍ତୁ ଏହା ଈଶ୍ୱର ସ୍ଥିର କରିଥିବା ସୀମା ଲଘଂନ କରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଅନ୍ୟମାନଙ୍କ ଦ୍ୱାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କେବଳ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ୱାସ ବଢ଼ିବା ସହିତ ଆମ୍ଭ କାମ ବ୍ୟାପକ ଭାବରେ ବଢ଼ିବାରେ ତୁମ୍ଭେମାନେ ସାହାଯ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾನಿ ಕರಲ್ಲೆ ಕಾಮ್ ಅಮಿಚ್ ಕರಲ್ಲೆ ಮನುನ್ ದಾಕ್ವುನ್ ದಿವ್ಕ್ ಗಡ್ ಉತ್ರುನ್ ಅಮ್ಚಿ ಬಡಾಯ್ ಬೊಲುಕ್ ಅಮಿ ತಯಾರ್ ನಾವ್. ಖರೆ ಬರೊಸೊ ಎವ್ಡೊಚ್ ತುಮ್ಚೊ ವಿಶ್ವಾಸ್ ವಾಡುನ್ಗೆತ್ ಯೆತಾ, ತಶೆಚ್ ಅಮ್ಚೊ ಪ್ರಭಾವ್ ತುಮ್ಚ್ಯಾ ವರ್‍ತಿ ಲೈ ಅನಿ ಲೈ ಪಡುಂದಿತ್.