2 Corinthians 10:16 — Compare Translations
7 translations compared side by side
Odia - 1840
"ଆମ୍ଭେ ଇଚ୍ଛା କରୁ ଯେପରି ତୁମ୍ଭମାନଙ୍କ ସହରର ସୀମା ବାହାର ସ୍ଥାନମାନଙ୍କ ରେ ମଧ୍ଯ ଆମ୍ଭେ ସୁସମାଚାର ପ୍ରଚାର କରି ପାରିବୁ। ଅନ୍ୟ କୌଣସି ସ୍ଥାନ ରେ ଆଉ କାହା ଦ୍ବାରା ଯେଉଁ କାମ ହାଇେ ସାରିଛି, ସହେି କାମ ରେ ଆମ୍ଭେ ଗର୍ବ କରୁ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାର କୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା, ଏହା ଭରସା କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ହେଲେ, ଅନ୍ୟର କାର୍ଯ୍ୟ କ୍ଷେତ୍ରରେ ହୋଇଥିବା କାର୍ଯ୍ୟ ପାଇଁ ଦର୍ପ ନ କରି ତୁମମାନଙ୍କ ସୀମା ବାହାରେ ଅନ୍ୟ ଦେଶରେ ମଧ୍ୟ ଆମେ ସୁସମାଚାର ପ୍ରଚାର କରି ପାରିବା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଇଚ୍ଛା କରୁ ଯେପରି ତୁମ୍ଭମାନଙ୍କ ସହରର ସୀମା ବାହାର ସ୍ଥାନମାନଙ୍କରେ ମଧ୍ୟ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭର କରି ପାରିବୁ। ଅନ୍ୟ କୌଣସି ସ୍ଥାନରେ ଆଉ କାହା ଦ୍ୱାରା ଯେଉଁ କାମ ହୋଇ ସାରିଛି, ସେହି କାମରେ ଆମ୍ଭେ ଗର୍ବ କରୁ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାର କୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳଗୁଡ଼ିକରେ ଯେପରି ସୁସମାଚାର ପ୍ରଚାର କରିପାରିବା, ଏହା ଭରସା କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାରକୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା,ଏହା ଭରସା କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಕರಲ್ಲ್ಯಾ ಗಡಿಚ್ಯಾ ಭುತ್ತುರುಚ್ ರ್ಹಾವ್ನ್ ತುಮ್ಚ್ಯಾ ಗಾಂವಾಂಚ್ಯಾ ಭಾಯ್ರ್ ಪತರ್ ಬರಿ ಖಬರ್ ಪರ್ಚಾರ್ ಕರುನ್ ಹೊತಾ ಮನ್ತಲೊ ಬರೊಸೊ ಅಮ್ಕಾ ಹಾಯ್..ಜಾಲ್ಯಾರ್ ಬಿ ಅನಿಎಕ್ಲ್ಯಾಚ್ಯಾ ಗಡಿಚ್ಯಾ ಭುತ್ತುರ್ ಗಾವ್ಲಾ ತೆ ಪಿಕ್ ಅಮ್ಚ್ಯಾ ಸ್ವಂತ್ ರಾಬ್ನುಕಿಚೊ ಫಳ್ ಮನುನ್ ಬಡಾಯ್ ಬೊಲುಕ್ ಅಮಿ ತಯಾರ್ ನಾವ್.