2 Corinthians 10:2 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ ଅନୁନୟ କରେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ସହିତ ଅଛି, ସେତବେେଳେ ସଭେଳି ସାହସିକତା ଦଖାଇବୋକୁ ମାେ ଉପରେ ଚାପ ପକାଇବ ନାହିଁ। ଯେଉଁମାନେ ଭାବନ୍ତି ଯେ ଆମ୍ଭେ ଜାଗତିକ ଜୀବନଯାପନ କରୁଛୁ ମୁଁ ସମାନଙ୍କେ ପ୍ରତି ସାହସୀ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହିପ୍ରକାର ସାହସ ଦେଖାଇବାକୁ ନ ହୁଏ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ସହ ସାକ୍ଷାତ ହେଲାବେଳେ ମୋତେ ଯେପରି ରୁକ୍ଷ ବ୍ୟବହାର କରିବାକୁ କରିବାକୁ ନ ପଡ଼େ। କାରଣ ଯେଉଁମାନେ ମନେ କରନ୍ତି ଯେ, ଆମେ ଜାଗତିକ ରୀତିନୀତି ଅନୁସାରେ ଚାଲୁ, ସେମାନଙ୍କ ବିରୁଦ୍ଧରେ ଦୃଢ଼ ପଦକ୍ଷେପ ନେବାର ଯଥେଷ୍ଟ ସାହାସ ମୋର ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ଅନୁନୟ କରେ ଯେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ସହିତ ଅଛି, ସେତେବେଳେ ସେଭଳି ସାହସିକତା ଦେଖାଇବାକୁ ମୋ’ ଉପରେ ଗ୍ଭପ ପକାଇବ ନାହିଁ। ଯେଉଁମାନେ ଭାବନ୍ତି ଯେ ଆମ୍ଭେ ଜାଗତିକ ଜୀବନଯାପନ କରୁଛୁ ମୁଁ ସେମାନଙ୍କ ପ୍ରତି ସାହସୀ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ;
Odia IRV 2017 (ଓଡିଆ ବାଇବେଲ)
ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಜಗಾಚ್ಯಾ ಪರ್ಕಾರ್ ಅಮಿ ಚಲ್ತಾಂವ್ ಮನುನ್ ಮನ್ತಲ್ಯಾಕ್, ಕಸ್ಲೊ ಮನುನ್ ದಾಕ್ವುಚೆ ಮನುನ್ ಮಿಯಾ ಚಿಂತ್ಲಾ. ಖರೆ ತುಮ್ಚ್ಯಾ ಮದ್ದಿ ಮಿಯಾ ಯೆತಾನಾ ಮಿಯಾ ಖಟೊರ್ ರಿತಿನ್ ಬೊಲ್ತಲೊ ಅವಕಾಸ್ ತುಮ್ಚ್ಯಾ ವೈನಾ ಮಾಕಾ ಗಾವಿನಸ್ತಾನಾ ರ್‍ಹಾಂವ್ದಿತ್ ಮನುನ್ ಮಿಯಾ ಮಾಗ್ತಾ.