2 Corinthians 10:4 — Compare Translations
7 translations compared side by side
Odia - 1840
"ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ଵରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);
Odia BSI (ପବିତ୍ର ବାଇବଲ (CL) NT (BSI))
ବରଂ ଐଶୀଶକ୍ତିସମ୍ପନ୍ନ ଅସ୍ତ୍ରଶସ୍ତ୍ର ବ୍ୟବହାର କରି ଦୃଢ଼ ଦୁର୍ଗସବୁ ଧ୍ୱଂସ କରିଥାଉ, ଭ୍ରାନ୍ତ ଯୁକ୍ତିସମୂହକୁ ଖଣ୍ଡନ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାଯ୍ୟରେ ସଂଗ୍ରାମ କରୁ ସେଗୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ରରେ ପରମେଶ୍ୱରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତ୍ରୁର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରିପାରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାଯ୍ୟରେ ଆମ୍ଭେ ଲୋକଙ୍କ ସମସ୍ତ ଯୁକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ବିରୁଦ୍ଧରେ ଉଠୁଥିବା ପ୍ରତ୍ୟେକ ଗର୍ବର କଥା ଖଣ୍ଡନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);
Odia IRV 2017 (ଓଡିଆ ବାଇବେଲ)
(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ସେହି ସବୁ ଶକ୍ତିଯୁକ୍ତ ଅଟେ);
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಮಾರಾಮಾರಿಚಿ ಹಾತಿಯಾರಾ ಹ್ಯಾ ಜಗಾತ್ಲ್ಯಾ ಸರ್ಕಿ ನ್ಹಯ್, ದೆವಾಚಿ ಹಾತಿಯಾರಾ ದೈವಿಕ್ ತಾಕತ್ ರ್ಹಾವ್ನ್ ಘಟ್ಮುಟ್ ಭಿತ್ತಿಯಾ ನಾಸ್ ಕರುಕ್ ಸಕ್ತಾತ್; ಸಗ್ಳ್ಯಾ ಝುಟ್ಯಾ ವಾದ್ ವಿವಾದಾಕ್ನಿ ಅಮಿ ನಾಸ್ ಕರ್ತಾತ್.