2 Corinthians 10:5 — Compare Translations

7 translations compared side by side

Odia - 1840
"ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ। ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ଵରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍ କରୁ, ପୁଣି ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଜ୍ଞାନର ପ୍ରତିରୋଧ କରୁଥିବା ସମସ୍ତ ପ୍ରତିବନ୍ଧକକୁ ଆମେ ଉତ୍ପାଟିତ କରୁ ଏବଂ ମନୁଷୃର ପ୍ରତ୍ୟକ ଚିନ୍ତା ଆୟର କରି ଖ୍ରୀଷ୍ଟଙ୍କ ବଶୀଭୂତ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପ୍ରତ୍ୟେକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହେବା ପାଇଁ ବାଧ୍ୟ କରୁ। ଆମ୍ଭେ ପ୍ରତ୍ୟେକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହେବା ପାଇଁ ବାଧ୍ୟ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ୱରଙ୍କ ଜ୍ଞାନବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಶಾನ್ಪಾನಾಚ್ಯಾ ವಿರೊದ್ ಭಾಂದಲ್ಲ್ಯಾ ಗರುಕಿಚ್ಯಾ ಭಿತ್ತಿಯಾ ಅಮಿ ಕೊಸ್ಳುನ್ ಘಾಲ್ತಾವ್; ಮಾನ್ಸಾಚ್ಯಾ ಸಗ್ಳ್ಯಾ ಕಲ್ಪನ್ಯಾಕ್ನಿ ಘಟ್ ಧರುನ್ ಅಮಿ ಕ್ರಿಸ್ತಾಕ್ ಖಾಲ್ತಿ ಹೊಯ್ ಸರ್ಕೆ ಕರ್ತಾಂವ್.