2 Corinthians 10:7 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କ ଆଗ ରେ ଥିବା ତଥ୍ଯ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ଯ ଜାଣି ରଖିବା ଉଚିତ ଯେ ଆମ୍ଭେ ମଧ୍ଯ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ । ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ଵାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି ଆପେ ବିବେଚନା କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ଚତୁର୍ପାଶ୍ୱରେ କ’ଣ ସବୁ ଘଟଛି, ଦେଖ। ତୁମ୍ଭମାନଙ୍କ ମଧ୍ୟରେ କେହି ଖ୍ରୀଷ୍ଟଙ୍କର ଅନୁଗାମୀ ଅଛନ୍ତି କି? ଯଦି ଅଛନ୍ତି, ତେବେ ସେ ଆଉ ଥରେ ଏହା ଚିନ୍ତା କରି ଦେଖନ୍ତୁ। କାରଣ ତାଙ୍କ ପରି ଆମେ ମଧ୍ୟ ଖ୍ରୀଷ୍ଟଙ୍କର ଅନୁଗାମୀ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ଆଗରେ ଥିବା ତଥ୍ୟ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ୟ ଜାଣି ରଖିବା ଉଚିତ୍ ଯେ ଆମ୍ଭେ ମଧ୍ୟ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ । ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಡೊಳ್ಯಾಕ್ನಿ ದಿಸ್ತಾ ತೆ ಎವ್ಡೆಚ್ ತುಮಿ ಪಸಂದ್ ಕರ್ತ್ಯಾಶಿ ಕೊನ್ ತರ್ ಎಕ್ಲೊ ಅಪ್ನಿ ಕ್ರಿಸ್ತಾಚೊ ಮನುನ್ ಅಪ್ನಾಚಿಚ್ ಬಡಾಯ್ ಬೊಲ್ತಾ ಹೊಲ್ಯಾರ್, ತೊ ಅನಿಪರ್ತುನ್ ಚಿಂತುನ್ ಬಗುಂದಿತ್; ತೊ ಕ್ರಿಸ್ತಾಚೊ ಹೊಲ್ಯಾರ್ ಅಮಿಬಿ ಕ್ರಿಸ್ತಾಚೆಚ್.