2 Corinthians 10:8 — Compare Translations
7 translations compared side by side
Odia - 1840
"ଏହା ସତ୍ଯ ଯେ ମୁଁ ପ୍ରଭୁଙ୍କ ଦ୍ବାରା ପ୍ରଦତ୍ତ ଅଧିକାର ବିଷୟ ରେ ଅତ୍ଯଧିକ ଗର୍ବର କଥା କ ହେ, କିନ୍ତୁ ସେ ଆମ୍ଭକୁ ଏହି ଅଧିକାର ତୁମ୍ଭମାନଙ୍କର ବିନାଶ ପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କୁ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ କରିବା ପାଇଁ ପ୍ରଦାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କ ଅଧିକାର ସମ୍ଵନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭାମାନଙ୍କୁ ଧ୍ୱଂସ କରିବା ପାଇଁ ନୁହେଁ, ମାତ୍ର ଗଠନ କରିବା ପାଇଁ ଈଶ୍ୱର ଆମ୍ଭମାନଙ୍କୁ ଯେଉଁ କ୍ଷମତା ଦେଇଛନ୍ତି, ସେଥିପାଇଁ ଯଦି ମୁଁ ଅତି ବେଶୀ ଦର୍ପ କରିଥାଏ, ତେବେ ଲଗ୍ଗିତ ହେବି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ ଯେ ମୁଁ ପ୍ରଭୁଙ୍କ ଦ୍ୱାରା ପ୍ରଦତ୍ତ ଅଧିକାର ବିଷୟରେ ଅତ୍ୟଧିକ ଗର୍ବର କଥା କହେ, କିନ୍ତୁ ସେ ଆମ୍ଭକୁ ଏହି ଅଧିକାର ତୁମ୍ଭମାନଙ୍କର ବିନାଶ ପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କୁ ଆଧ୍ୟାତ୍ମିକ ଭାବରେ ଶକ୍ତିଶାଳୀ କରିବା ପାଇଁ ପ୍ରଦାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾಸಾಟ್ನಿ ನ್ಹಯ್, ತುಮ್ಚ್ಯಾ ವಾಡಾವಳಿಸಾಟ್ನಿ ಧನಿಯಾನ್ ಮಾಕಾ ದಿಲ್ಲ್ಯಾ ಅಧಿಕಾರಾಚ್ಯಾ ವಿಶಯಾತ್ ಮಿಯಾ ಉಲ್ಲಿ ಬಡಾಯ್ ಚಿಂತ್ಲಾ ರ್ಹಾವ್ಕ್ ಫಿರೆ; ಖರೆ ಅಶೆ ಯವಜಲ್ಲ್ಯಾ ವೈನಾ ಮಾಕಾ ಕಾಯ್ ಲಜ್ಜಾ ದಿಸಿನಾ.