2 Corinthians 10:9 — Compare Translations

7 translations compared side by side

Odia - 1840
"ଏହି ଗର୍ବୋକ୍ତି ପାଇଁ ମୁଁ ଲଜ୍ଜା ବୋଧ କରେ ନାହିଁ। ମୁଁ ମାେ ପତ୍ରଗୁଡ଼ିକ ମାଧ୍ଯମ ରେ ତୁମ୍ଭମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି ବୋଲି ତୁମ୍ଭମାନେେ ଭାବ ନାହିଁ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପତ୍ରଗୁଡ଼ିକ ଦ୍ଵାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ଚିଠି ଦ୍ୱାରା ତୁମ୍ଭମାନଙ୍କୁ ଭୟଭୀତ କରିବା ପାଇଁ ଚେଷ୍ଟା କରିବା ମୋର ଅଭିପ୍ରୟ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଗର୍ବୋକ୍ତି ପାଇଁ ମୁଁ ଲଜ୍ଜା ବୋଧ କରେ ନାହିଁ। ମୁଁ ମୋ’ ପତ୍ରଗୁଡ଼ିକ ମାଧ୍ୟମରେ ତୁମ୍ଭମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି ବୋଲି ତୁମ୍ଭେମାନେ ଭାବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପତ୍ରଗୁଡ଼ିକ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ।
Odia IRV 2017 (ଓଡିଆ ବାଇବେଲ)
ମୋହର ପତ୍ରଗୁଡ଼ିକ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಚಿಟಿಚ್ಯಾ ವೈನಾ ತುಮ್ಕಾ ಬೆಸ್ಡುಕ್ ಬಿ ಮಿಯಾ ಮನ್ ಕರಿನಾ.