2 Corinthians 11:1 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ମାହେର ଟକିଏ ମୂର୍ଖତା ସହି ନଇେଥିଲେ ଭଲ ହାଇେଥାନ୍ତା। କିନ୍ତୁ ତୁମ୍ଭେ ସତ ରେ ମାେ ପ୍ରତି ସହିଷ୍ଣୁ ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯଦି ମୋର ଅଳ୍ପ ନିର୍ବୋଧତା ସହ୍ୟ କର;! ହଁ, ତୁମ୍ଭେମାନେ ତ ମୋʼଣପ୍ରତି ସହିଷ୍ଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଚାହେଁ, କୌଣସି ବିଷୟେ ଟିକିଏ ନିର୍ବୋଧ ହେଲେ ମଧ୍ୟ ତୁମ୍ଭେମାନେ ମୋତେ ସହ୍ୟ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ଭଣ୍ଡ ପ୍ରେରିତ ତୁମ୍ଭେମାନେ ମୋହର ଟକିଏ ମୂର୍ଖତା ସହି ନେଇଥିଲେ ଭଲ ହୋଇଥା’ନ୍ତା। କିନ୍ତୁ ତୁମ୍ଭେ ସତରେ ମୋ’ ପ୍ରତି ସହିଷ୍ଣୁ ଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯଦି ମୋହର ଅଳ୍ପ ନିର୍ବୋଧତା ସହ୍ୟ କରନ୍ତ! ହଁ, ତୁମ୍ଭେମାନେ ତ ମୋʼ ପ୍ରତି ସହିଷ୍ଣୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯଦି ମୋର ଅଳ୍ପ ନିର୍ବୋଧତା ସହ୍ୟ କରନ୍ତ! ହଁ, ତୁମ୍ଭେମାନେ ତ ମୋ' ପ୍ରତି ସହିଷ୍ଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೆ ಉಲ್ಲೆ ಪಿಶೆಪಾನ್ ತುಮಿ ಸೊಸುನ್ ಘೆಟ್ಲ್ಯಾಶಿ ಹೊಲ್ಯಾರ್ ದಯಾ ಕರುನ್ ಮಾಜೆ ಉಲ್ಲೆಶೆ ಸೊಸುನ್ ಘೆವ್ನ್ ಜಾವಾ.