2 Corinthians 11:12 — Compare Translations
7 translations compared side by side
Odia - 1840
"ମୁଁ ଯାହା କରୁଛି, ତାହା କରି ଚାଲି ଥିବି। ସହେି ଲୋକମାନଙ୍କର ଗର୍ବ କରିବା ପାଇଁ ଯେପରି କୌଣସି କାରଣ ରହିବ ନାହିଁ, ସେଥିପାଇଁ ମୁଁ ଏପରି କରିଚାଲିଥିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ଵେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବର୍ତ୍ତମାନ ମୁଁ ଯାହା କରୁଛି, ତାହା କରି ଚାଲିଥିବି। ତାହାହେଲେ, ଆମ ପରି କାର୍ଯ୍ୟ କରୁଛନ୍ତି ବୋଲି ଯେଉଁମାନେ ଦର୍ପ କରନ୍ତି, ସେମାନେ ଆଉ ତାହା କରି ପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯାହା କରୁଛି, ତାହା କରି ଗ୍ଭଲି ଥିବି। ସେହି ଲୋକମାନଙ୍କର ଗର୍ବ କରିବା ପାଇଁ ଯେପରି କୌଣସି କାରଣ ରହିବ ନାହିଁ, ସେଥିପାଇଁ ମୁଁ ଏପରି କରିଗ୍ଭଲିଥିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥି ନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಕಶೆ ಮಿಯಾ ರಾಬುಲಾ ತಸೆಚ್ ರಾಬುನ್ಗೆತ್ ರ್ಹಾತಾ.ಅನಿ ಅಪ್ನಿ ಪಾವ್ಲು ಸಾರ್ಕೆ ಮನುನ್ ದಾಕ್ವುನ್ ಮೊಟೆಪಾನ್ ಬೊಲುಕ್ ಅವಕಾಸ್ ಹುಡಕ್ತಲ್ಯಾಕ್ನಿ ತೊ ಗಾವಿನಸಿ ಸಾರ್ಕೆ ಕರ್ತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಅಪ್ನಾಚ್ಯಾ ದರ್ಬಾರಾಚ್ಯಾ ಕಾಮಾತ್ನಿ ತೆನಿ ಅಮ್ಚ್ಯಾ ಸಾರ್ಕೆಚ್ ಮನುನ್ ಚಿಂತ್ತಾತ್.