2 Corinthians 11:13 — Compare Translations

7 translations compared side by side

Odia - 1840
"ସମାନେେ ସବୁବେଳେ ଦେଖଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସମାନେେ ମଧ୍ଯ ସେଥିପାଇଁ ଗର୍ବ କରନ୍ତି। ସମାନେେ ଭଣ୍ଡ ପ୍ ରରେିତ। ସମାନେେ ପ୍ରତାରକ। ଲୋକେ ଯେପରି ସମାନଙ୍କେୁ ଖ୍ରୀଷ୍ଟଙ୍କର ପ୍ ରରେିତ ବୋଲି ଭାବିବେ, ଏଥିପାଇଁ ସମାନେେ ନିଜର ବେଶ ବଦଳାଇଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହିପରି ଲୋକେ ଭଣ୍ତ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପ୍ରକୃତ ଶିଷ୍ୟ ନୁହଁନ୍ତି, ସେମାନେ ସମସ୍ତେ ଶଠ। ସେମାନେ ନିଚ କାର୍ଯ୍ୟ ବିଷୟରେ ମିଥ୍ୟା କହନ୍ତି ଏବଂ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପରି ଦେଖାଯିବା ନିମନ୍ତେ ଛଦ୍ମବେଶ ପରିଧାନ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସବୁବେଳେ ଦେଖାଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସେମାନେ ମଧ୍ୟ ସେଥିପାଇଁ ଗର୍ବ କରନ୍ତି। ସେମାନେ ଭଣ୍ଡ ପ୍ରେରିତ। ସେମାନେ ପ୍ରତାରକ। ଲୋକେ ଯେପରି ସେମାନଙ୍କୁ ଖ୍ରୀଷ୍ଟଙ୍କର ପ୍ରେରିତ ବୋଲି ଭାବିବେ, ଏଥିପାଇଁ ସେମାନେ ନିଜର ବେଶ ବଦଳାଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸ್ಲೆ ಸಗ್ಳೆ ಝುಟೆ ಅಪೊಸ್ತಲ್, ಕುಸ್ಡೆ ಪಾನಾಚೆ ಕಾಮ್ ಕರ್‍ತಲೆ ಅನಿ ಅಪ್ನಿ ಕ್ರಿಸ್ತಾಚಿ ಅಪೊಸ್ತಲಾ ಮನುನ್ ವೆಸ್ ಘಾಲುನ್ ಅಸಲ್ಲೆ.