2 Corinthians 11:15 — Compare Translations

7 translations compared side by side

Odia - 1840
"ଅତଏବ, ତା'ର ସବେକମାନେ ଯଦି ଧାର୍ମିକତାର ସବେକରୂପ ଧାରଣ କରନ୍ତି, ଏହା କ'ଣ ଆଶ୍ଚର୍ୟ୍ଯର କଥା? କିନ୍ତୁ ଶଷେ ରେ ସମାନେେ ତାଙ୍କ କର୍ମ ପାଇଁ ଅବଶ୍ଯ ଦଣ୍ଡ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତା’ର ଅନୁଚରମାନେ ଧାର୍ମିକ ସେବକର ଉଦ୍ମବେଶ ଧାରଣ କଲେ, ଆଶ୍ଚର୍ଯ୍ୟ ହେବାର କିଛି ନାହିଁ, କିନ୍ତୁ ଶେଷରେ ସେମାନଙ୍କ କାର୍ଯ୍ୟକଳାପର ଯୋଗ୍ୟ ଦଣ୍ଡ ସେମାନେ ଭୋଗିବେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ତା’ର ସେବକମାନେ ଯଦି ଧାର୍ମିକତାର ସେବକରୂପ ଧାରଣ କରନ୍ତି, ଏହା କ’ଣ ଆଶ୍ଚର୍ଯ୍ୟର କଥା? କିନ୍ତୁ ଶେଷରେ ସେମାନେ ତାଙ୍କ କର୍ମ ପାଇଁ ଅବଶ୍ୟ ଦଣ୍ଡ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ರ್‍ಹಾತಾನಾ, ತೆಚಿ ಸೆವಕಾಬಿ ನಿತಿವಂತ್ಪಾನಾಚ್ಯಾ ಸೆವಕಾಂಚೊ ವೆಸ್ ಘಾಲ್ತಾತ್ ಹೊಲ್ಯಾರ್ ಹ್ಯಾತುರ್ ಕಾಯ್ಬಿ ವಿಶೆಸ್ ನಾ. ಖರೆ ಕಾಮಾಂಚ್ಯಾ ಪರ್‍ಕಾರ್ ತೆಂಚೊ ಅಂತ್ ಬಿ ಹೊತಾ.