2 Corinthians 11:16 — Compare Translations
7 translations compared side by side
Odia - 1840
"ମୁଁ ପୁନର୍ବାର କହୁଛି, କହେି ମାେତେ ମୂର୍ଖ ବୋଲି ଭାବିବା ଉଚିତ ନୁହେଁ। କିନ୍ତୁ ଯଦି ତୁମ୍ଭମାନେେ ମାେତେ ମୂର୍ଖ ବୋଲି ଭାବ, ତା ହେଲେ ମୂର୍ଖକୁ ଗ୍ରହଣ କଲାଭଳି ମାେତେ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପୁନର୍ବାର କହୁଛି, କେହି ଯେପରି ମୋତେ ନିର୍ବୋଧ ବୋଲି ମନେ ନ କରେ। ଯଦି ସେପରି ମନେକର, ତେବେ ମୋତେ ନିର୍ବୋଧ ଭାବରେ ଗ୍ରହଣ କର, ତା’ହେଲେ ମୁଁ ଦର୍ପ କରିବାକୁ ସାମାନ୍ୟ ସୁଯୋଗ ପାଇବି।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ଯାତନା ମୁଁ ପୁନର୍ବାର କହୁଛି, କେହି ମୋତେ ମୂର୍ଖ ବୋଲି ଭାବିବା ଉଚିତ୍ ନୁହେଁ। କିନ୍ତୁ ଯଦି ତୁମ୍ଭେମାନେ ମୋତେ ମୂର୍ଖ ବୋଲି ଭାବ, ତା’ହେଲେ ମୂର୍ଖକୁ ଗ୍ରହଣ କଲାଭଳି ମୋତେ ଗ୍ରହଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରିପାରେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର,ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಅನಿ ಎಗ್ದಾ ಸಾಂಗ್ತಾ; ಮಿಯಾ ಪಿಸೊ ಮನುನ್ ಕೊನ್ ಬಿ ಚಿಂತ್ತಲೆ ನಕ್ಕೊ. ಖರೆ ತಸೆ ತುಮಿ ಚಿಂತ್ತ್ಯಾಶಿ ಹೊಲ್ಯಾರ್ ಮಿಯಾ ಪಿಸೊಚ್ ಮನುನ್ ಚಿಂತ್ತಾ ಅನಿ ಮಾಜೆ ಪಿಶೆಪಾನ್ ಉಲ್ಲೆ ಆಯ್ಕಾ.