2 Corinthians 11:17 — Compare Translations
7 translations compared side by side
Odia - 1840
"ତା ହେଲେ ମୁଁ ମଧ୍ଯ ସାମାନ୍ଯ ଗର୍ବ କରି ପାରିବି। ଯେପରି ପ୍ରଭୁ କହିଥାନ୍ତେ, ଯେପରି ମୁଁ କହୁ ନାହିଁ। ମୁଁ ଜଣେ ମୂର୍ଖ ଭଳି ଗର୍ବ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟ; ସାହସରେ ଦର୍ପ କରି କହୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ବର୍ତ୍ତମାନ ମୁଁ ଯାହା କହୁଛି, ସେଥପାଇଁ ଈଶ୍ୱର ମୋତେ ନିର୍ଦ୍ଦେଶ ଦେଇ ନାହାଁନ୍ତି। କାରଣ ଦର୍ପ କରିବା ବିଷୟରେ ମୁଁ ପ୍ରକୃତରେ ନିର୍ବୋଧ ପରି କଥା କହୁଛି।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ମୁଁ ମଧ୍ୟ ସାମାନ୍ୟ ଗର୍ବ କରି ପାରିବି। ଯେପରି ପ୍ରଭୁ କହିଥା’ନ୍ତେ, ସେପରି ମୁଁ କହୁ ନାହିଁ। ମୁଁ ଜଣେ ମୂର୍ଖ ଭଳି ଗର୍ବ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜಿ ಬಡಾಯ್ ಮಾಜ್ಯಾನ್ ಸಾಂಗುಕ್ ಹೊತಾ ಮನ್ತಲ್ಯಾ ಖಾತ್ರಿನ್ ಮಿಯಾ ಅತ್ತಾ ಸಾಂಗುಕ್ ಜಾತಾ ತೆ ಧನಿಯಾಚ್ಯಾ ನಾವಾನ್ ಅಸಲ್ಲ್ಯಾಕ್ ಒಪಲ್ಲೆ ನ್ಹಯ್, ಖರೆ ಎಕ್ ಪಿಶೆಪಾನಾಚ್ಯಾ ಸರ್ಕೆ ಮಿಯಾ ಬೊಲ್ತಾ.