2 Corinthians 11:20 — Compare Translations
7 translations compared side by side
Odia - 1840
"କାରଣ ତୁମ୍ଭମାନେେ ତୁମ୍ଭକୁ ଦାସ ଭଳି ବ୍ଯବହାର କରୁଥିବା, ଫାନ୍ଦ ରେ ପକାଇ ଧରୁଥିବା, ନିଜକୁ ତୁମ୍ଭମାନଙ୍କଠାରୁ ବଡ଼ ବୋଲି କହୁଥିବା ଓ ତୁମ୍ଭମାନଙ୍କ ଗାଲ ରେ ଚାପୁଡ଼ା ମାରୁଥିବା ଲୋକମାନଙ୍କ ପ୍ରତି ସହନଶୀଳ ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ତୁମ୍ଭମାନଙ୍କ ଉପରେ ପ୍ରଭୁତ୍ୱ ପିସ୍ତାର କଲେ, ତୁମ୍ଭମାନଙ୍କର ସର୍ବସ୍ୱ ଗ୍ରାସ କଲେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇଲେ, ତୁମ୍ଭମାନଙ୍କୁ ଙୃଣା କଲେ, ଏପରି କି ତୁମ୍ଭ ଗାଲରେ ଚାପୁଡ଼ା କରିଥାଅ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେମାନେ ତୁମ୍ଭକୁ ଦାସ ଭଳି ବ୍ୟବହାର କରୁଥିବା, ଫାନ୍ଦରେ ପକାଇ ଧରୁଥିବା, ନିଜକୁ ତୁମ୍ଭମାନଙ୍କଠାରୁ ବଡ଼ ବୋଲି କହୁଥିବା ଓ ତୁମ୍ଭମାନଙ୍କ ଗାଲରେ ଗ୍ଭପୁଡ଼ା ମାରୁଥିବା ଲୋକମାନଙ୍କ ପ୍ରତି ସହନଶୀଳ ହୋଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ ಬಿ ಎಕ್ಲೊ ತುಮ್ಕಾ ಗುಲಾಮ್ ಕರಿಲ್ ಜಾಲ್ಯಾರ್ ಅನಿ ಎಕ್ಲ್ಯಾನ್ ತುಮ್ಚೊ ಫಾಯ್ದೊ ಕಾಡ್ಲ್ಯಾರ್ ಎಕ್ಲೊ ಅಮ್ಕಾ ಕಿಳ್ ಕರುನ್ ಬಗ್ತಾ ಹೊಲ್ಯಾರ್, ತಿನ್ವೆಚೊ ಎಕ್ಲೊ ತುಮ್ಚ್ಯಾ ಗಾಲಾರ್ ಠಪ್ರಾಕ್ ಮಾರ್ಲ್ಯಾರ್, ತುಮಿ ಅಸ್ಲ್ಯಾ ಸಗ್ಳ್ಯಾತ್ನಿ ಕವ್ಡೆ ಸೊಸುನ್ ರ್ಹಾತ್ಯಾಶಿ!