2 Corinthians 11:21 — Compare Translations

7 translations compared side by side

Odia - 1840
"ଏହା କହିବା ମାେ ପାଇଁ ଲଜ୍ଜାଜନକ। କିନ୍ତୁ ତୁମ୍ଭମାନଙ୍କ ପ୍ରତି ଏପରି କରିବା ଦୃଷ୍ଟିରୁ ଆମ୍ଭମାନେେ ଅତି ଦୁର୍ବଳ ହାଇଯୋଇଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଲଜ୍ଜା ସହ ସ୍ଵୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ । ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଲଜ୍ଜାର ସହ ସ୍ୱୀକାର କରୁଛି ଯେ, ଏସବୁ ବିଷୟରେ ମୁଁ ଅତି ଦୁର୍ବଳ। କିନ୍ତୁ ଅନ୍ୟ କୌଣସି ବିଷୟରେ କେହି ଯଦି ଦର୍ପ କରିବାକୁ ସାହସ କରେ, ତେବେ ନିର୍ବୋଧ ପରି ମୁଁ କହୁଛି-ମୋର ସେପରି ସାହସ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଏହା କହିବା ମୋ’ ପାଇଁ ଲଜ୍ଜାଜନକ। କିନ୍ତୁ ତୁମ୍ଭମାନଙ୍କ ପ୍ରତି ଏପରି କରିବା ଦୃଷ୍ଟିରୁ ଆମ୍ଭେମାନେ ଅତି “ଦୁର୍ବଳ” ହୋଇଯାଇଛୁ। ମୁଁ ମୂର୍ଖତା ପୂର୍ବକ କହୁଛି ଯେ, ଯଦି ଜଣେ ଗର୍ବ କରିବାରେ ସାହସୀ, ତା’ହେଲେ ମୁଁ ମଧ୍ୟ ଗର୍ବ କରିବା ପାଇଁ ସାହସୀ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಸರ್ಕೆ ಚಲುಕ್ ಮಾಕಾ ಬಳ್ ನಾ ಮನುನ್ ಮಿಯಾ ವಳಕಲ್ಲ್ಯಾ ವೈನಾ ಮಾಕಾ ಲಜ್ಜಾ ಕರ್ಲ್ಯಾಬಿ ಪರ್ವಾ ನಾ. ಖರೆ ಕೊನ್ ಬಿ ಮಾನುಸ್ ಅಪ್ನಾಚಿ ಬಡಾಯ್ ಬೊಲುಕ್ ಫಿಡೆ ಯೆತಾ ಹೊಲ್ಯಾರ್, ಪಿಶ್ಯಾಚ್ಯಾ ಸಾರ್ಕೆ ಮಿಯಾ ಹೆ ಮನ್ತಾ ಅನಿ ಮಿಯಾಬಿ ಬಡಾಯ್ ಸಾಂಗುಕ್ ಫಿಡೆ ಯೆತಾ.