2 Corinthians 11:23 — Compare Translations
7 translations compared side by side
Odia - 1840
"ସମାନେେ କ'ଣ କବଳେ ଇଶ୍ରାୟେଲୀୟ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ଵାର ମୃତ୍ୟୁର ସମ୍ମୁଖୀନ ହେବାରେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କ’ଣ ଖ୍ରୀଷ୍ଟଙ୍କ ସେବକ? ମୁଁ ପାଗଳ ପରି କହୁଛି, ମୁଁ ସେମାଦଙ୍କଠାରୁ ଶ୍ରେଷ୍ଠରେ ସେବକ। ମୁଁ ସେମାନଙ୍କଠାରୁ ଅଧିକ ପରିଶ୍ରମ କରିଛି, ଅଧିକ କାରାବରଣ କରିଛି ଓ ବେତମାଡ଼ ସହିଛି ଏବଂ ଅଧିକ ଥର ପ୍ରାଣ ବିପନ୍ନ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କ’ଣ କେବଳ ଇସ୍ରାଏଲୀୟ? ମୁଁ ମଧ୍ୟ। ସେମାନେ କ’ଣ କେବଳ ଅବ୍ରହାମଙ୍କ ବଂଶଧାର? ମୁଁ ମଧ୍ୟ। ସେମାନେ କ’ଣ କେବଳ ଖ୍ରୀଷ୍ଟଙ୍କ ସେବକ? ମୁଁ ମଧ୍ୟ। ମୁଁ କ’ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି? ସେମାନଙ୍କ ତୁଳନାରେ ମୁଁ ଅଧିକ କଠୋର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମୋତେ ଥରକୁ ଥର ମାଡ଼ ମରାଯାଇଛି। ଅନେକ ଥର ମୁଁ ମୃତ୍ୟୁର ସନ୍ନିକଟ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಕ್ರಿಸ್ತಾಚಿ ಸೆವಕಾ? ಬುದ್ದನಸಲ್ಲ್ಯಾ ಮಾನ್ಸಾಚ್ಯಾ ಸರ್ಕೆ ಬೊಲುಲಾ ಸರ್ಕೆ ದಿಸುಕ್ ಲಾಗ್ಲಾ. ಮಿಯಾ ತೆಂಚ್ಯಾನ್ಕಿ ಜಾಸ್ತಿ ಕ್ರಿಸ್ತಾಚೊ ಸೆವಕ್, ತೆಂಚ್ಯಾನ್ಕಿ ಜಾಸ್ತಿ ಎಳಾ ಬಂದಿಖಾನ್ಯಾತ್ ಪಡ್ಲಾ; ಲೆಕ್ಕ್ ನಾ ತವ್ಡಿ ಮಾರಾ ಮಿಯಾ ಖಾಲಾ; ಕವ್ಡೆಂದಾಕಿ ಮರುನ್ ವಾಚ್ಲಾ.