2 Corinthians 11:24 — Compare Translations
7 translations compared side by side
Odia - 1840
"ମୁଁ ୟିହୁଦୀମାନଙ୍କ ଠାରୁ ପାଞ୍ଚ ଥର ରେ ଅଣଚାଳିଶି ଥର ଚାବୁକ ମାଡ଼ ଖାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଊଣଚାଳିଶ ପ୍ରହାର ପାଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ପାଞ୍ଚ ଥର ମୁଁ ଯିହୁଦୀମାନଙ୍କଠାରୁ ଊଣଚାଳିଶଟଇ ବେତମାଡ଼ ଖାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯିହୂଦୀମାନଙ୍କଠାରୁ ପାଞ୍ଚ ଥରରେ ଅଣଗ୍ଭଳିଶ୍ ଥର ଗ୍ଭବୁକ ମାଡ଼ ଖାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶ ପ୍ରହାର ପାଇଅଛି,
Odia IRV 2017 (ଓଡିଆ ବାଇବେଲ)
ମୁଁ ଯିହୂଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶି ପ୍ରହାର ପାଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾನಿಕ್ನಾ ತಿಸಾರ್ ನ್ಹವ್ ಮಾರಾ ಪಾಚ್ ದಾ ಮಿಯಾ ಖಾಲಾ.