2 Corinthians 11:25 — Compare Translations

7 translations compared side by side

Odia - 1840
"ମୁଁ ତିନିଥର ବତେ ମାଡ଼ ଖାଇଛି, ଥରେ ପଥର ଆଘାତ ସହିଛି। ଏହା ଛଡ଼ା ମୁଁ ତିନି ଥର ଜାହାଜ ଭାଙ୍ଗିବା ବେଳେ ସେଥି ରେ ଥିଲି, ତା'ମଧ୍ଯରୁ ଥରେ ରାତି ଓ ତା ଆର ଦିନ ଯାକ ସମୁଦ୍ର ରେ ପଡ଼ି ରହିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନି ଥର ଜାହାଜଭଙ୍ଗ ସହିଅଛି,, ଅଗାଧ ଜଳରେ ଦିବାରାତ୍ର କ୍ଷେପଣ କରିଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ରୋମୀୟମାନଙ୍କଠାରୁ ତିନି ଥର ଚାବୁକ ପ୍ରହାର ପାଇଛି। ଥରେ ପଥର ମାଡ଼ ଖାଇଛି। ତିନି ଥର ଜାହାଜ ଦୁର୍ଘଟଣାର ସମ୍ମୁଖୀନ ହୋଇଛି ଏବଂ ଥରେ ସମୁଦ୍ର ପାଣିରେ ଚବିଶ ଘଣ୍ଟା କଟାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତିନିଥର ବେତ ମାଡ଼ ଖାଇଛି, ଥରେ ପଥର ଆଘାତ ସହିଛି। ଏହା ଛଡ଼ା ମୁଁ ତିନିଥର ଜାହାଜ ଭାଙ୍ଗିବା ବେଳେ ସେଥିରେ ଥିଲି, ତା’ମଧ୍ୟରୁ ଥରେ ରାତି ଓ ତା ଆର ଦିନ ଯାକ ସମୁଦ୍ରରେ ପଡ଼ି ରହିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନି ଥର ଜାହାଜଭଙ୍ଗ ସହିଅଛି, ଅଗାଧ ଜଳରେ ଦିବାରାତ୍ର କ୍ଷେପଣ କରିଅଛି,
Odia IRV 2017 (ଓଡିଆ ବାଇବେଲ)
ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନି ଥର ଜାହାଜଭଙ୍ଗ ସହିଅଛି, ଅଗାଧ ଜଳରେ ଦିବାରାତ୍ର କ୍ଷେପଣ କରିଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿನ್ ದಾ ಮಾಕಾ ಟೊನ್ಯಾನಿ ಮಾರಲ್ಲೆ ಹಾಯ್; ಎಗ್ದಾ ಮಾಕಾ ಗುಂಡ್ಯಾನಿ ಮಾರುನ್ ಹೊಲಾ, ತಿನ್ ದಾ ಮಾಜಿ ಢೊನ್ ಫುಟ್ಲಾ; ಎಕ್ ರಾತ್ ಅನಿ ಎಕ್ ದಿಸ್ ಸಮುಂದರಾಚ್ಯಾ ಪಾನಿಯಾತ್ ಮಿಯಾ ರ್‍ಹಾಲಾ.