2 Corinthians 11:26 — Compare Translations

7 translations compared side by side

Odia - 1840
"ମୁଁ ଅନକେ ଥର ଯାତ୍ରା କରିଛି। ଏହି ଯାତ୍ରା ମାନଙ୍କ ରେ ନଦୀ ରେ ଲୁଣ୍ଠନକାରୀମାନଙ୍କଠାରୁ ମାରେନିଜ ଲୋକମାନଙ୍କଠାରୁ, ଅଣଯିହୂଦୀ ମାନଙ୍କଠାରୁ ମୁଁ ବିପଦ ରେ ଥିଲି। ନଗର ମାନଙ୍କ ରେ, ନିର୍ଜନ ସ୍ଥାନ ଗୁଡ଼ିକରେ, ଏବଂ ସମୁଦ୍ର ରେ, ମଧ୍ଯ ମୁଁ ବିପଦ ରେ ପଡ଼ିଥିଲି। ଯେଉଁଲୋକମାନେ ମିଛ ରେ ଭାଇ ବୋଲାଉ ଥିଲେ ସମାନଙ୍କେ ପାଇଁ ମୁଁ ବିପଦ ରେ ପଡ଼ିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ଵଜାତିଠାରୁ ବିପଦରେ, ବିଜାତିମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ ଥର ଯାତ୍ରା ସମୟରେ ନଦୀ ବକ୍ଷରେ, ଦସ୍ୟୁମାନଙ୍କ ହାତରେ, ସ୍ୱଜାତି-ଇହୁଦୀ ଓ ପ୍ରାନ୍ତରରେ, ସମୁଦ୍ରରେ, ଶଠ ବନ୍ଧୁମାନଙ୍କ ଦ୍ୱାରା ବିପଦର ସମ୍ମୁଖୀନ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଅନେକ ଥର ଯାତ୍ରା କରିଛି। ଏହି ଯାତ୍ରା ମାନଙ୍କରେ ନଦୀରେ ଲୁଣ୍ଠନକାରୀମାନଙ୍କଠାରୁ ମୋର ନିଜ ଲୋକମାନଙ୍କଠାରୁ, ଅଣଯିହୂଦୀମାନଙ୍କଠାରୁ ମୁଁ ବିପଦରେ ଥିଲି। ନଗରମାନଙ୍କରେ, ନିର୍ଜନ ସ୍ଥାନ ଗୁଡ଼ିକରେ, ଏବଂ ସମୁଦ୍ରରେ, ମଧ୍ୟ ମୁଁ ବିପଦରେ ପଡ଼ିଥିଲି। ଯେଉଁ ଲୋକମାନେ ମିଛରେ ଭାଇ ବୋଲାଉ ଥିଲେ ସେମାନଙ୍କ ପାଇଁ ମୁଁ ବିପଦରେ ପଡ଼ିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,
Odia IRV 2017 (ଓଡିଆ ବାଇବେଲ)
ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୂଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ,ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕವ್ಡ್ಯಾಕಿ ಮಾಜ್ಯಾ ಪ್ರವಾಸಾತ್ನಿ ಮಾಜ್ಯಾ ವರ್‍ತಿ ಯೆಲ್ಲೆ ಅಪಾಯ್ ಕವ್ಡೆ ಮನುನ್ ಮಿಯಾ ಸಾಂಗುಚೆ! ಪಾನಿ ಭರುನ್ ಯೆಲ್ಲೆ ಅಪಾಯ್, ಚೊರಾಂಚೆ ಅಪಾಯ್, ಮಾಜ್ಯಾಚ್ ದೆಸಾಚ್ಯಾ ಲೊಕಾನಿಕ್ನಾ ಅಪಾಯ್, ಡಂಗ್ಳಿಯಾತ್ನಿ ಅಪಾಯ್, ಸಮುಂದರಾತ್ ಅಪಾಯ್, ಘಾತ್ಕಿ ಭಾವಾ ಅನಿ ಭೆನಿಯಾಂಚೊ ಅಪಾಯ್, ಶಾರಾತ್ನಿ ಅಪಾಯ್.