2 Corinthians 11:27 — Compare Translations

7 translations compared side by side

Odia - 1840
"ମୁଁ କଠାେର ପରିଶ୍ରମ କରି କ୍ଲାନ୍ତିପୂର୍ଣ୍ଣ ଜୀବନ ଯାପନ କରିଛି। ଅନକେ ଥର ମୁଁ ଶୋଇ ନାହିଁ। ମୁଁ ଅନାହାର ମଧ୍ଯ ଦଇେ ଗତି କରିଛି। ଅନକେ ଥର ମାେ ପାଖ ରେ ଖାଇବାକୁ କିଛି ନ ଥାଏ। ଲୁଗାପଟା ବିନା ଥଣ୍ଡା ରେ ମୁଁ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭଣ୍ତ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତ୍ୟଧିକ ପରିଶ୍ରମ କରିଛି ଓ ଦୁଃଖକଷ୍ଟ ଭୋଗ କରିଛି, ଅନଦ୍ରା ଓ କ୍ଷୁଧା ତୃଷାରେ ଅନେକ ଦିନ କଟାଇଛି, ଉପଯୁକ୍ତ ଖାଦ୍ୟ, ବସ୍ତ୍ର ଓ ବାସସ୍ଥାନର ଅଭାବରେ ଅନେକ କଷ୍ଟ ସହିଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କଠୋର ପରିଶ୍ରମ କରି କ୍ଳାନ୍ତିପୂର୍ଣ୍ଣ ଜୀବନଯାପନ କରିଛି। ଅନେକ ଥର ମୁଁ ଶୋଇ ନାହିଁ। ମୁଁ ଅନାହାର ମଧ୍ୟଦେଇ ଗତି କରିଛି। ଅନେକ ଥର ମୋ’ ପାଖରେ ଖାଇବାକୁ କିଛି ନ ଥାଏ। ଲୁଗାପଟା ବିନା ଥଣ୍ଡାରେ ମୁଁ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತರಾಸಾನ್ ರಾಬುನ್ ಕವ್ಡಿಕಿ ರ್‍ಹಾತ್ ನಿಜ್ ನಸ್ತಾನಾ, ಭುಕೆನ್ ಅನಿ ಸೊಸೆನ್ ಲೈ ಉಪಾಸಾ ಕಾಡುನ್,ಥಂಡ್ ಸೊಸುನ್ ಘೆವ್ನ್, ಅನಿ ಕಾಂಬ್ರಾನ್ ನಸ್ತಾನಾ ಉಗ್ಡೊ ಪಡುನ್ ಮಿಯಾ ಕಸ್ಟ್ ಕಾಡ್ಲಾ.