2 Corinthians 11:28 — Compare Translations

7 translations compared side by side

Odia - 1840
"ଆହୁରି ମଧ୍ଯ ଅନକେ ଗୁଡ଼ିଏ ସମସ୍ଯା ଦଇେ ମୁଁ ଗତି କରିଛି। ତହିଁ ମଧ୍ଯରୁ ଗୋଟିଏ ହେଲା ସମସ୍ତ ମଣ୍ଡଳୀ ମାନଙ୍କର ଚିନ୍ତା, ପ୍ରତିଦିନ ସହେି ଚିନ୍ତା ରେ ମୁଁ ରହୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ତଳୀସମୂହ ନିମନ୍ତେ ଚିନ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସବୁ ସତ୍ତ୍ୱେ ସମସ୍ତ ମଣ୍ଡଳୀ ପ୍ରତି ମୋର ଦାୟିତ୍ୱ ପ୍ରତିଦିନ ବହନ କରି ଚାଲିଛି।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ ଅନେକ ଗୁଡ଼ିଏ ସମସ୍ୟା ଦେଇ ମୁଁ ଗତି କରିଛି। ତହିଁ ମଧ୍ୟରୁ ଗୋଟିଏ ହେଲା ସମସ୍ତ ମଣ୍ଡଳୀ ମାନଙ୍କର ଚିନ୍ତା, ପ୍ରତିଦିନ ସେହି ଚିନ୍ତାରେ ମୁଁ ରହୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍‍ ମଣ୍ଡଳୀ-ସମୂହ ନିମନ୍ତେ ଚିନ୍ତା।
Odia IRV 2017 (ଓଡିଆ ବାଇବେଲ)
ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋ' ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍‍ ମଣ୍ଡଳୀସମୂହ ନିମନ୍ତେ ଚିନ୍ତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಅನಿ ದುಸ್ರಿ ಕಸ್ಟಾ ಸೊಡುನ್ ಮಾಕಾ ಸದ್ದಿಚೆ ಕಾಮ್ ಬಿ ಹಾಯ್. ಮಟ್ಲ್ಯಾರ್, ಸಗ್ಳ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಂಚ್ಯೊ ಉಸ್ಕೊ.