2 Corinthians 11:3 — Compare Translations

7 translations compared side by side

Odia - 1840
"ସେ କବଳେ ତୁମ୍ଭମାନଙ୍କର ସ୍ବାମୀ ହବେେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବ୍ବା ସର୍ପର ପ୍ରବଞ୍ଚନା ଦ୍ବାରା ପ୍ରଭାବିତ ହାଇେଥିଲା, ସହେି ଭଳି ତୁମ୍ଭମାନଙ୍କ ମନ ମଧ୍ଯ ଖ୍ରୀଷ୍ଟଙ୍କ ପ୍ରତି ସତ୍ଯ ଓ ପବିତ୍ର ସମର୍ପଣ ଠାରୁ ଦୂରକୁ ଚାଲି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋତେ ଭୟ ଲାଗୁଛି, ସପର ଧୂର୍ତ୍ତତା ଦ୍ୱାରା ହବା ପ୍ରତାରିତ ହେଲା ପରି ତୁମ୍ଭେମାନେ କାଳେ ଖ୍ରୀଷ୍ଟଙ୍କ ପ୍ରତି ତୁମର ପୂର୍ଣ୍ଣ ଓ ସରଳ ବିଶ୍ୱସ୍ତତାରୁ ବିବ୍ୟୁତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ସେ କେବଳ ତୁମ୍ଭମାନଙ୍କର ସ୍ୱାମୀ ହେବେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବା ସର୍ପର ପ୍ରବଞ୍ଚନା ଦ୍ୱାରା ପ୍ରଭାବିତ ହୋଇଥିଲା, ସେହିଭଳି ତୁମ୍ଭମାନଙ୍କ ମନ ମଧ୍ୟ ଖ୍ରୀଷ୍ଟଙ୍କ ପ୍ରତି ସତ୍ୟ ଓ ପବିତ୍ର ସମର୍ପଣଠାରୁ ଦୂରକୁ ଗ୍ଭଲି ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸಾಪಾನ್ ಎವೆಕ್ ಅಪ್ನಾಚ್ಯಾ ಎಕ್ ಪಾಪಾತ್ ಪಡಿ ಸರ್ಕೆ ಕರ್‍ಲ್ಯಾನ್, ತಸೆಚ್ ತುಮ್ಚಿ ಮನಾಬಿ ಅಡ್ವ್ಯಾ ಯವ್ಜನ್ಯಾ ಭರುನ್ ಹಾಳ್ ಹೊತಿಲ್ ಅನಿ ಕ್ರಿಸ್ತಾತ್ಲ್ಯಾ ಸಾದ್ಯಾ ಅನಿ ಒಪ್ಸುನ್ ದಿಲ್ಲ್ಯಾ ಜಿವನಾಕ್ನಾ ತುಮಿ ಧುರ್ ಜಾಸಿಲಾ ಮನುನ್ ಮಾಕಾ ಭಿಂಯೆ ಕರುಕ್ ಲಾಗ್ಲಾ.