2 Corinthians 11:33 — Compare Translations
7 translations compared side by side
Odia - 1840
"କିନ୍ତୁ ସହର ପାଚରେୀ ରେ ଥିବା ଗୋଟିଏ ଝରକା ବାଟ ଦଇେ, ଗୋଟିଏ ବାକ୍ସ ରେ ବସାଇ ମାେତେ କେତକେ ବନ୍ଧୁମାନଙ୍କ ଦ୍ବାରା ବାହାରକୁ ଓହ୍ଲାଇ ନିଆ ୟିବାରୁ ମୁଁ ରାଜ୍ଯପାଳଙ୍କ ହାତରୁ ରକ୍ଷା ପାଇ ଗଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଟୋକାଇରେ ଗୋଟିଏ ଖିଡ଼ିକି ବାଟେ ପାଚେରି ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୋତେ ଝୁଡ଼ି ସାହାଯ୍ୟରେ ଝରକା ବାଟେ ପ୍ରଚୀରର ବାହାରେ ଓହ୍ଲାଇ ଦିଆଯାଇଥିଲା। ଏହିପରି ଭାବରେ ମୁଁ ସେହି ଶାସନକର୍ତ୍ତାଙ୍କ କବଳରୁ ରକ୍ଷା ପାଇଥିଲି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସହର ପାଚେରୀରେ ଥିବା ଗୋଟିଏ ଝରକା ବାଟ ଦେଇ, ଗୋଟିଏ ବାକ୍ସରେ ବସାଇ ମୋତେ କେତେକ ବନ୍ଧୁମାନଙ୍କ ଦ୍ୱାରା ବାହାରକୁ ଓହ୍ଲାଇ ନିଆ ଯିବାରୁ ମୁଁ ରାଜ୍ୟପାଳଙ୍କ ହାତରୁ ରକ୍ଷା ପାଇ ଗଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପ୍ରାଚୀର ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାହାଙ୍କ ହସ୍ତରୁ ରକ୍ଷା ପାଇଲି।
Odia IRV 2017 (ଓଡିଆ ବାଇବେଲ)
ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପାଚେରିଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಕ್ ಬುಟ್ಟಿತ್ ಘಾಲುನ್ ಭಿತ್ತಿಚ್ಯಾ ಎಕ್ ಕಿಡ್ಕಿತ್ನಾ ಮಾಕಾ ಭಾಯ್ರ್ ಉತರ್ಲ್ಯಾನಿ, ಅಶೆ ಮಿಯಾ ತೆಚ್ಯಾ ಹಾತಾತ್ಲೊ ಸುಟ್ಲೊ.