2 Corinthians 11:4 — Compare Translations

7 translations compared side by side

Odia - 1840
"କାରଣ ଆମ୍ଭେ ଯେଉଁ ଯୀଶୁଙ୍କ ପ୍ରଚାର କରିଛୁ, ତାହାଠାରୁ ଭିନ୍ନ କଥା କହେି ଯୀଶୁଙ୍କର ବିଷୟ ରେ ପ୍ରଚାର କଲେ, ଅଥବା ଆମ୍ଭଠାରୁ ଯେଉଁ ପବିତ୍ର ଆତ୍ମା ବା ସୁସମାଚାର ବିଷୟ ରେ ତୁମ୍ଭମାନେେ ଶୁଣିଛ, ତା'ଠାରୁ ଭିନ୍ନ ଅନ୍ୟ ଆତ୍ମା ବା ସୁସମାଚାର ବିଷୟ ରେ ଯେତବେେଳେ ସମାନେେ କୁହନ୍ତି, ସେତବେେଳେ ତୁମ୍ଭମାନେେ ର୍ଧୈୟ୍ଯ ପୂର୍ବକ ସମାନଙ୍କେ ଠାରୁ ଶୁଣୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ କେହି ଯଦି ଆସି ଆମେ ପ୍ରଚାର କରିଥିବା ଯୀଶୁଙ୍କୁ ଛାଡ଼ି ଅନ୍ୟ କୌଣସି ଯୀଶୁଙ୍କ କଥା ପ୍ରଚାର କରନ୍ତି କିମ୍ବା କେଉଁ ଆତ୍ମାର କଥା କୁହନ୍ତି ଅଥବା ତୁମ୍ଭେମାନେ ଗ୍ରହଣ କରିଥିବା ସୁସମାଚାର ଛଡ଼ା ଅନ୍ୟ କେଔଣସି ସୁସମାଚାର ପ୍ରଚାର କରନ୍ତି, ତୁମ୍ଭେମାନେ ଅନାୟାସରେ ତାହା ଗ୍ରହଣ କରିଥାଅ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଆମ୍ଭେ ଯେଉଁ ଯୀଶୁଙ୍କ ପ୍ରଗ୍ଭର କରିଛୁ, ତାହାଠାରୁ ଭିନ୍ନ କଥା କେହି ଯୀଶୁଙ୍କର ବିଷୟରେ ପ୍ରଗ୍ଭର କଲେ, ଅଥବା ଆମ୍ଭଠାରୁ ଯେଉଁ ପବିତ୍ରଆତ୍ମା ବା ସୁସମାଗ୍ଭର ବିଷୟରେ ତୁମ୍ଭେମାନେ ଶୁଣିଛ, ତା’ଠାରୁ ଭିନ୍ନ ଅନ୍ୟ ଆତ୍ମା ବା ସୁସମାଗ୍ଭର ବିଷୟରେ ଯେତେବେଳେ ସେମାନେ କୁହନ୍ତି, ସେତେବେଳେ ତୁମ୍ଭେମାନେ ଧୈର୍ଯ୍ୟ ପୂର୍ବକ ସେମାନଙ୍କଠାରୁ ଶୁଣୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಕೊನ್ಬಿ ಎಕ್ಲೊ ಯೆವ್ನ್ ಅಮಿ ಪರ್‍ಚಾರ್ ಕರಲ್ಲ್ಯಾ ಜೆಜುಚ್ಯಾ ಬದ್ಲಾಕ್ ದುಸ್ರೊ ಎಕ್ ಜೆಜು ಪ್ರಚಾರ್ ಕರಿಲ್ ತರ್, ನಾಹೊಲ್ಯಾರ್ ತುಮಿ ಅದ್ದಿಚ್ ಘೆಟಲ್ಲ್ಯಾ ಅತ್ಮ್ಯಾಚ್ಯಾ ಬದ್ಲಾಕ್ ದುಸ್ರೊಚ್ ಎಕ್ ಆತ್ಮೊ ದಿವ್ಕ್ ಬಗ್ತಾ ಜಾಲ್ಯಾರ್,ಅಮಿ ತುಮ್ಕಾ ಪ್ರಚಾರ್ ಕರಲ್ಲ್ಯಾ ಬರ್‍ಯಾ ಖಬ್ರೆಚ್ಯಾ ಬದ್ಲಾಕ್ ದುಸ್ರಿಚ್ ಎಕ್ ಬರಿ ಖಬರ್ ತುಮ್ಕಾ ದಿವ್ಕ್ ಖಟ್ಪಟ್ ಕರ್‍ತಾ ಹೊಲ್ಯಾರ್ ಹೆ ಸಗ್ಳೆ ತುಮಿ ಸೊಸುನ್ ನ್ಹೆಶಿಲಾ!