2 Corinthians 11:5 — Compare Translations

7 translations compared side by side

Odia - 1840
"ମୁଁ ଭାବୁ ନାହିଁ ଯେ, ସହେି ମହାନ ପ୍ ରରେିତମାନେ ମାେ ଠାରୁ କୌଣସି ଗୁଣ ରେ ଅଧିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେ କୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ସେହି ବିଶିଷ୍ଟ ପ୍ରେରିତ ଶିଷ୍ୟମାନଙ୍କଠାରୁ ମୁଁ କୌଣସି ଗୁଣରେ ନିକୃଷ୍ଟ ବୋଲି ଭାବୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଭାବୁ ନାହିଁ ଯେ, ସେହି “ମହାନ ପ୍ରେରିତମାନେ” ମୋ’ଠାରୁ କୌଣସି ଗୁଣରେ ଅଧିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಿ ಮೊಟೊ ಅಪೊಸ್ತಲ್ ಮನುನ್ ಚಿಂತಲ್ಯಾಚ್ಯಾನ್ಕಿ ಮಿಯಾ ಕಾಯ್ ಬಾರಿಕ್ ಮನುನ್ ಮಾಕಾ ದಿಸಿನಾ.