2 Corinthians 11:6 — Compare Translations

7 translations compared side by side

Odia - 1840
"ଏହା ସତ୍ଯ ଯେ ମୁଁ ପ୍ରଶିକ୍ଷିତ ବକ୍ତା ନୁହେଁ, କିନ୍ତୁ ମାରେ ଜ୍ଞାନ ଅଛି। ଆମ୍ଭେ ଏହି କଥାଟିକୁ ତୁମ୍ଭମାନଙ୍କୁ ସବୁ ପ୍ରକାର ରେ ସୂକ୍ଷ୍ମ ଭାବରେ ଦଖାଇେ ଦଇେଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ଅପଟୁ, ତଥାପି ମୁଁ ଜ୍ଞାନରେ ଅପଟୁ ନୁହେଁ; ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସେମାନଙ୍କ ପରି ବାକ୍ପଟୁ ହୋଇ ନ ପାରେ, କିନ୍ତୁ ଜ୍ଞାନରେ ନିକୃଷ୍ଟ ନୁହେଁ। ତୁମମାନଙ୍କୁ ଏ କଥା ଆମେ ସବୁବେଳେ ଓ ସବୁ ପରିସ୍ଥିତିରେ କହି ଆସିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ ଯେ ମୁଁ ପ୍ରଶିକ୍ଷିତ ବକ୍ତା ନୁହେଁ, କିନ୍ତୁ ମୋର ଜ୍ଞାନ ଅଛି। ଆମ୍ଭେ ଏହି କଥାଟିକୁ ତୁମ୍ଭମାନଙ୍କୁ ସବୁ ପ୍ରକାରେ ସ୍ପଷ୍ଟ ଭାବରେ ଦେଖାଇ ଦେଇଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಎಕ್ ಮೊಟೊ ಪ್ರಚಾರ್ ಕರ್‍ತಲೊ ಹೊವುಕ್ನಾ ಅಸಿಲ್; ಖರೆ ಶಾನ್‍ಪಾನಾನ್ ಮಿಯಾ ಕಾಯ್ ಕಮಿ? ಸಗ್ಳ್ಯಾ ವಿಶಯಾತ್ನಿ ನಾ ಹೊಲ್ಯಾರ್ ಎಳಾತ್ನಿ ಮಿಯಾ ಕಸ್ಲೊ ಮನುನ್ ತುಮ್ಕಾ ಖರೆ ಕರುನ್ ದಾಕ್ವುನ್ ದಿಲಾ.