2 Corinthians 11:7 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ ବିନା ମୂଲ୍ଯ ରେ ପରମେଶ୍ବରଙ୍କ ସୁସମାଚାର ଦଇେଛି। ତୁମ୍ଭମାନଙ୍କୁ ମହତପୂର୍ଣ୍ଣ କରିବା ପାଇଁ ମୁଁ ନମ୍ର ହାଇେ ଯାଇଥିଲି। ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଭୁଲ କରିଥିଲି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ଵରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି?
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ସୁସମାଚାର ପ୍ରଚାର କଲାବେଳେ ମୁଁ ତୁମ୍ଭମାନଙ୍କଠାରୁ ଏହାର ମୂଲ୍ୟ ଦାବୀ କରି ନାହିଁ। ତୁମ୍ଭମାନଙ୍କର ଉନ୍ନତି ପାଇଁ ମୁଁ ନିଜକୁ ଅବନତ କରିଛି। ଏହା କ’ଣ ମୋର ଭୁଲ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ବିନା ମୂଲ୍ୟରେ ପରମେଶ୍ୱରଙ୍କ ସୁସମାଗ୍ଭର ଦେଇଛି। ତୁମ୍ଭମାନଙ୍କୁ ମହତପୂର୍ଣ୍ଣ କରିବା ପାଇଁ ମୁଁ ନମ୍ର ହୋଇ ଯାଇଥିଲି। ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଭୁଲ୍ କରିଥିଲି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ବରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି?
Odia IRV 2017 (ଓଡିଆ ବାଇବେଲ)
ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥି ନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କ'ଣ ପାପ କଲି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಬರಿ ಖಬರ್ ಫುಕೊಟ್ ತುಮ್ಕಾ ಪರ್‍ಚಾರ್ ಕರುನ್ ತುಮ್ಕಾ ವೈರ್ ಕಾಡುಸಾಟ್ನಿ ಮಿಯಾ ಮಾಕಾಚ್ ಬಾರಿಕ್ ಕರುನ್ ಘೆಟ್ಲೊ. ಹ್ಯಾತುರ್ ಮಿಯಾ ಕಾಯ್ ತರ್ ಪಾಪ್ ಕರ್‍ಲೊ ಕಾಯ್?