2 Corinthians 11:9 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କ ସହିତ ଥିବା ବେଳେ, ମାରେ ଆବଶ୍ଯକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସମାନେେ ମାରେ ସମସ୍ତ ଆବଶ୍ଯକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହାଇେ ନାହିଁ ଓ ଭବିଷ୍ଯତ ରେ ମଧ୍ଯ କଦାପି ହବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ଵରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ଵରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ସହିତ ଥିଲାବେଳେ ମୋର ଅଭାବ ପୂରଣ ପାଇଁ ମୁଁ କାହାକୁ ଭାରଗ୍ରସ୍ତ କରି ନାହିଁ। କାରଣ ମାସିଦୋନିଆରୁ ଆସିଥିବା ଭାଇମାନେ ମୋର ସମସ୍ତ ଅଭାବ ମେଣ୍ଟାଇ ଦେଇଥିଲେ। ଅତୀତ ପରି ଭବିଷ୍ୟତରେ ମଧ୍ୟ ମୁଁ କେବେହେଳେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କରିବି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ସହିତ ଥିବା ବେଳେ, ମୋର ଆବଶ୍ୟକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସେମାନେ ମୋର ସମସ୍ତ ଆବଶ୍ୟକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହୋଇ ନାହିଁ ଓ ଭବିଷ୍ୟତରେ ମଧ୍ୟ କଦାପି ହେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲିି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮದ್ದಿ ಹೊತ್ತ್ಯಾ ತನ್ನಾ ಮಿಯಾ ಗರ್ಜೆತ್ ಪಡ್ಲೊ ಹೊಲ್ಯಾರ್ ಬಿ ತುಮ್ಕಾ ಕೊನಾಕ್ ಬಿ ಮಿಯಾ ತರಾಸ್ ದಿವ್ಕ್ ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಮೆಸಿದೊನಿಯಾತ್ನಾ ಯೆಲ್ಲ್ಯಾ ಭಾವಾನಿ ಭೆನಿಯಾನಿ ಮಾಜ್ಯಾ ಸಗ್ಳ್ಯಾ ಗರ್ಜಾ ಪುರಾ ಕರ್ಲ್ಯಾನಿ. ಖಲ್ಯಾಬಿ ರಿತಿನ್ ಮಿಯಾ ಕೊನಾಕ್ಬಿ ಎಕ್ ವಜ್ಜೆ ಹೊಯ್ನಶಿ ಸರ್ಕೆ ಮಿಯಾ ಉಶಾರ್ಕಿ ಕರ್ಲಾ ಅನಿ ಫಿಡೆಬಿ ಮಿಯಾ ಉಶಾರ್ಕಿತುಚ್ ರ್ಹಾತಾ.