2 Corinthians 12:1 — Compare Translations

7 translations compared side by side

Odia - 1840
"ମୁଁ ଗର୍ବ କରି ଚାଲି ଥିବି। ଏହା ଦ୍ବାରା କିଛି ଲାଭ ନାହିଁ, କିନ୍ତୁ ମୁଁ ପ୍ରଭୁଙ୍କ ପ୍ରଦତ୍ତ 'ଦର୍ଶନ' ଓ 'ପ୍ରତ୍ଯାଦେଶ' ବିଷୟ ରେ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଛି ଲାଭ ନ ହେଲେ ମଧ୍ୟ ମୋତେ ଅବଶ୍ୟ ଦର୍ପ କରିବାକୁ ହେବ। କିନ୍ତୁ ପ୍ରଭୁ ମୋତେ ଯେଉଁ ସବୁ ଦିବ୍ୟ ଦର୍ଶନ ଓ ପ୍ରତ୍ୟାଦେଶ ଦେଇଛନ୍ତି, ସେଗୁଡ଼ିକ ବର୍ତ୍ତମାନ ମୁଁ ଉଲ୍ଲେଖ କରିବି।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ଜୀବନରେ ବିଶେଷ ଆଶୀର୍ବାଦ ମୁଁ ଗର୍ବ କରି ଗ୍ଭଲି ଥିବି। ଏହା ଦ୍ୱାରା କିଛି ଲାଭ ନାହିଁ, କିନ୍ତୁ ମୁଁ ପ୍ରଭୁଙ୍କ ପ୍ରଦତ୍ତ ‘ଦର୍ଶନ’ ଓ ‘ପ୍ରତ୍ୟାଦେଶ’ ବିଷୟରେ କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି।
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜಿ ಬಡಾಯ್ ಬೊಲುನ್ ಕಾಯ್ಬಿ ಫಾಯ್ದೊ ನಾ, ಜಾಲ್ಯಾರ್ಬಿ ಮಿಯಾ ಅತ್ತಾ ತಿ ಸಾಂಗುಚೆ ಮನುನ್ ಯೆಲಾ. ತಸೆಮನುನ್ ಧನಿಯಾನ್ ಮಾಕಾ ದಿಲ್ಲ್ಯಾ ದರ್ಶನಾಂಚ್ಯಾ ಅನಿ ದಾಕ್ವನ್ಯಾಂಚ್ಯಾ ವಿಶಯಾತ್ ಮಿಯಾ ಸಾಂಗ್ತಾ.