2 Corinthians 12:10 — Compare Translations
7 translations compared side by side
Odia - 1840
"ଅତଏବ ମାେ ଠା ରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କବଳେ ଖ୍ରୀଷ୍ଟଙ୍କ ସକାେଶ ଯେତବେେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦଇେ ଗତି କରେ, ଯେତବେେଳେ ମାରେ କଷ୍ଟ ଥାଏ ବା ଯେତବେେଳେ ମାରେ ସମସ୍ଯା ଥାଏ, ସେତବେେଳେ ମୁଁ ଆନନ୍ଦ କରେ। ଯେତବେେଳେ ମୁଁ ଦୁର୍ବଳ, ସେତବେେଳେ ମୁଁ ପ୍ରକୃତ ରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ଖ୍ରୀଷ୍ଟଙ୍କ ନିମନ୍ତେ ସମସ୍ତ ପ୍ରକାର ଦୁର୍ବଳତା, ଅପମାନ, କ୍ଳେଶ, ନିର୍ଯ୍ୟାତନା ଓ ଆପଦ ବିପଦ ମୁଁ ଖୁସିରେ ବରଣ କରେ, କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ଶକ୍ତିମାନ୍।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ମୋ’ଠାରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କେବଳ ଖ୍ରୀଷ୍ଟଙ୍କ ସକାଶେ ଯେତେବେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦେଇ ଗତି କରେ, ଯେତେବେଳେ ମୋର କଷ୍ଟ ଥାଏ ବା ଯେତେବେଳେ ମୋର ସମସ୍ୟା ଥାଏ, ସେତେବେଳେ ମୁଁ ଆନନ୍ଦ କରେ। ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ପ୍ରକୃତରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತರ್ ಕ್ರಿಸ್ತಾಸಾಟಿ ಮಾಜ್ಯಾ ಪರಿಸ್ಥಿತಿತ್ನಿ ಪರ್ವಾ ಕರಿನಸಲ್ಲ್ಯಾತ್ನಿ, ಕಸ್ಟಾತ್ನಿ, ತರಾಸಾತ್ನಿ ಅನಿ ಸಂಕಟಾತ್ನಿ ಮಿಯಾ ಕುಶ್ ಹೊವ್ನ್ ಹಾಂವ್, ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಬಳನಸಲ್ಲ್ಯಾ ಸರ್ಕೊ ರಾತಾನಾ ಖರೆಚ್! ತಾಕ್ತಿನ್ ಭರಲ್ಲೊ.