2 Corinthians 12:11 — Compare Translations

7 translations compared side by side

Odia - 1840
"ମୁଁ ମୂର୍ଖଙ୍କ ଭଳି କହିଚାଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭମାନେେ ମାେତେ ବାଧ୍ଯ କରିଥିଲ। ତୁମ୍ଭମାନେେ ହେଉଛ ସହେିଲୋକ, ଯେଉଁମାନେ ମାେ ସପକ୍ଷ ରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସହେି ମହାନ୍ ପ୍ ରରେିତ ମାନେ ମାେ ଠାରୁ ଅଧିକ ମଧ୍ଯ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମିଁ ନିର୍ବୋଧ ପରି ଆଚରଣ କରିଛି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ ବଧ୍ୟ କରିଛ, କାରଣ ତୁମ୍ଭମାନଙ୍କର ଉଚିତ୍ ଥିଲା। ମୁଁ କିଛି ନ ହେଲେ ମଧ୍ୟ ତୁମ୍ଭମାନଙ୍କର ସେହି ବିଶିଷ୍ଟ ପ୍ରେରିତ ଶିଷ୍ୟମାନଙ୍କଠାରୁ କୌଣସି ଗୁଣରେ ନିକୃଷ୍ୟ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
କରିନ୍ଥୀଠାରେ ଖ୍ରୀଷ୍ଟିୟାନମାନଙ୍କ ପ୍ରତି ପାଉଲଙ୍କ ପ୍ରେମ ମୁଁ ମୂର୍ଖଙ୍କ ଭଳି କହିଗ୍ଭଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭେମାନେ ମୋତେ ବାଧ୍ୟ କରିଥିଲ। ତୁମ୍ଭେମାନେ ହେଉଛ ସେହିଲୋକ, ଯେଉଁମାନେ ମୋ’ ସପକ୍ଷରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସେହି “ମହାନ୍ ପ୍ରେରିତ”ମାନେ ମୋ’ଠାରୁ ଅଧିକ ମଧ୍ୟ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಎಕ್ ಪಿಶ್ಯಾ ಸರ್ಕೊ ಬೊಲ್ತಾ, ಖರೆ ಮಾಕಾ ಪಿಸೊ ಹೊಯ್ ಸರ್ಕೊ ಕರಲ್ಲೆ ತುಮಿಚ್. ಮಾಜ್ಯಾ ವಿಶಯಾತ್ ಅಭಿಮಾನ್ ಬೊಲ್ತಲೆ ಹೊತ್ತೆ, ಮಿಯಾ ಕಾಯ್ಬಿ ನ್ಹಯ್ ಹೊಲ್ಯಾರ್ ಬಿ ತ್ಯಾ ಮೊಟ್ಯಾ ಅಪೊಸ್ತಲಾಂಚ್ಯಾ ಇದ್ರಾಕ್ ಮಿಯಾ ಕಮಿ ನ್ಹಯ್.