2 Corinthians 12:13 — Compare Translations
7 translations compared side by side
Odia - 1840
"ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା'ସବୁ ତୁମ୍ଭମାନେେ ମଧ୍ଯ ପାଇଛ। କବଳେ ଗୋଟିଏ କଥା ତନ୍ମଧ୍ଯରୁ ଅଲଗା: ମୁଁ ତୁମ୍ଭମାନଙ୍କ ଉପରେ କବେେ ହେଲେ ଭାରସ୍ବରୂପ ନ ଥିଲି। ଏଥିପାଇଁ ମାେତେ କ୍ଷମା କରି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ଵରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ତଳୀସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ଗୋଟିଏ ବିଷୟରେ ଅନ୍ୟାନ୍ୟ ମଣ୍ଡଳୀଠାରୁ ତୁମ୍ଭମାନଙ୍କ ସହିତ ମୋର ବ୍ୟବହାର ଭିନ୍ନ ହୋଇଛି। ଯଦି ଏହା ତୁମ୍ଭମାନଙ୍କ ପ୍ରତି ମୋର ପାତର ଅନ୍ତର ବ୍ୟବହାର, ତେବେ ଏଥିପାଇଁ ମୋତେ ଦୟା କରି କ୍ଷମା କର।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା’ସବୁ ତୁମ୍ଭେମାନେ ମଧ୍ୟ ପାଇଛ। କେବଳ ଗୋଟିଏ କଥା ତନ୍ମଧ୍ୟରୁ ଅଲଗା: ମୁଁ ତୁମ୍ଭମାନଙ୍କ ଉପରେ କେବେ ହେଲେ ଭାରସ୍ୱରୂପ ନ ଥିଲି। ଏଥିପାଇଁ ମୋତେ କ୍ଷମା କରି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀ-ସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಗರ್ಜಾ ಪುರಾ ಕರ್ತಲೆ ಎಕ್ ವಜ್ಜೆ ಮಿಯಾ ತುಮ್ಚ್ಯಾ ವರ್ತಿ ಘಾಲುಕ್ ನಾ, ಕಸ್ಲ್ಯಾಬಿ ಸಂಗ್ತಿಯಾತ್ನಿ ತುಮಿ ದುಸ್ರ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಂಚ್ಯಾನ್ಕಿ ಕಮಿ ಪರಿಸ್ಥಿತಿ ಕಾಯ್? ಮಿಯಾ ಕರಲ್ಲೊ ಹ್ಯೊ ಅನ್ನ್ಯಾಯ್ ಮಾಕಾ ಮಾಪ್ ಕರಾ.