2 Corinthians 12:14 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ୟିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ବରୂପ ହବେି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତି ବଦଳ ରେ ମୁଁ ତୁମ୍ଭମାନଙ୍କୁ ଚା ହେଁ। ସନ୍ତାନମାନଙ୍କର ନିଜ ମାତାପିତା ଲାଗି କୌଣସି ସଞ୍ଚୟର ଆବଶ୍ଯକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ଵରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି । ଯେଣୁ ସନ୍ତାନ ସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୃତୀୟ ଥର ପାଇଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ମୁଁ ପ୍ରଦ୍ତୁତ ହେଉଅଛି। ମୁଁ ପ୍ରସ୍ତୁତ ହେଉଅଛି। ମୁଁ ତୁମଠାରୁ କୌଣସି ବଷୟ ଦାବୀ କରିବି ନାହିଁ। ମୁଁ ତୁମ୍ଭମାନଙ୍କୁ ଚାହେଁ। ତୁମ୍ଭମାନଙ୍କର ଧନ ସମ୍ପତ୍ତି ନୁହେଁ। କାରଣ ପିତାମାତାଙ୍କ ନିମନ୍ତେ ସନ୍ତାନସନ୍ତତି ସଞ୍ଚୟ କରଥାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଯିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ୱରୂପ ହେବି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତିବଦଳରେ ମୁଁ ତୁମ୍ଭମାନଙ୍କୁ ଗ୍ଭହେଁ। ସନ୍ତାନମାନଙ୍କର ନିଜ ପିତାମାତା ଲାଗି କୌଣସି ସଞ୍ଚୟର ଆବଶ୍ୟକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି । ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ,ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಬೆಟ್ ದಿವ್ಚಿ ಮನುನ್ ಮಿಯಾ ಅತ್ತಾ ತಿನ್ವೆ ಪಟಿ ತಯಾರ್ ಹೊಲಾ. ಖರೆ ಯೆಲ್ಯಾರ್ ಮಿಯಾ ತುಮ್ಕಾ ಎಕ್ ವಜ್ಜೆ ಹೊವ್ಕ್ ಮಾಕಾ ಮನ್ ನಾ. ಕಶ್ಯಾಕ್ ಮಟ್ಲ್ಯಾರ್ ತುಮ್ಚೆ ಮನುನ್ ಹೊತ್ತೆ ಮಾಕಾ ಕಾಯ್ಬಿ ನಕ್ಕೊ, ಮಾಕಾ ತುಮಿ ಪಾಜೆ. ಪೊರಾನಿ ಬಾಯ್ ಬಾಬಾಂಚ್ಯಾಸಾಟ್ನಿ ಗೊಳಾ ಕರುನ್ ಥವ್ತಲೆ ಸಮಾ ನ್ಹಯ್, ಬಾಯ್ ಬಾಬಾನಿ ಪೊರಾಂಚ್ಯಾಸಾಟ್ನಿ ಗೊಳಾ ಕರುನ್ ಥವ್ತಲೆ ಸಮಾ.