2 Corinthians 12:15 — Compare Translations
7 translations compared side by side
Odia - 1840
"ଏଣୁ ମାେ ପାଖ ରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦବେି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ଯ ଦଇେ ଦବେି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା' ହେଲେ ତୁମ୍ଭମାନେେ କ'ଣ ମାେତେ ସ୍ନହେ ରେ ଊଣା କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି । ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୋର ସର୍ବସ୍ୱ, ଏପରି କି ନିଜକୁ ଆନନ୍ସରେ ଉତ୍ସର୍ଗ କରିଦେବା ନିମନ୍ତେ ମୁଁ ପ୍ରସ୍ତୁତ। ମୁଁ ତୁମ୍ଭମାନଙ୍କୁ ଏତେ ଅଧିକ ପ୍ରେମ କରୁଛି ବୋଲି ତୁମ୍ଭେମାନେ ଏତେ ଅଧିକ ପେମ କରୁଛି ବୋଲି ତୁମ୍ଭେମାନେ କ’ଣ ମୋତେ ଏତେ ଅଳ୍ପ ପ୍ରେମ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୋ’ ପାଖରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦେବି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ୟ ଦେଇଦେବି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା’ହେଲେ ତୁମ୍ଭେମାନେ କ’ଣ ମୋତେ ସ୍ନେହରେ ଊଣା କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି?
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି । ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲିି କ'ଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚ್ಯಾಸಾಟ್ನಿ ಮಾಜೆ ಮನುನ್ ಹೊತ್ತೆ ಸಗ್ಳೆ ಖರ್ಚ್ ಕರ್ತಾ ಅನಿ ಮಾಜೊ ಜಿವ್ ಸೈತ್ ತುಮ್ಚ್ಯಾಸಾಟ್ನಿ ಕರಗ್ತಾ. ಮಿಯಾ ತುಮ್ಚೊ ಎವ್ಡೊ ಪ್ರೆಮ್ ಕರ್ತನಾ ತುಮಿ ಮಾಜೊ ಕಮ್ಮಿ ಪ್ರೆಮ್ ಕರುಚೆ ಕಾಯ್?