2 Corinthians 12:16 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ଉପରେ ଭାରସ୍ବରୂପ ହବୋକୁ ଚା ହେଁ ନାହିଁ କିନ୍ତୁ ଏହା ନିଶ୍ଚିତ ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଛଳ ଭାବରେ ମିଥ୍ଯା କହି ତୁମ୍ଭମାନଙ୍କୁ ଜାଲ ରେ ପକାଇବା ପାଇଁ ଚେଷ୍ଟା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି!
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କ ଉପରେ ଭାର ସ୍ୱରୂପ ହୋଇ ନାହିଁ। ଏ କଥା ତୁମ୍ଭେମାନେ ନିଶ୍ଚୟ ସ୍ୱୀକାର କରିବ। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କହିପାରେ, ମୁଁ ଧୂର୍ତ୍ତ ହୋଇଥିବାରୁ ମିଥ୍ୟା କହି ତୁମ୍ଭମାନଙ୍କୁ ଫାନ୍ଦରେ ପକାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ଉପରେ ଭାରସ୍ୱରୂପ ହେବାକୁ ଗ୍ଭହେଁ ନାହିଁ କିନ୍ତୁ ଏହା ନିଶ୍ଚିତ ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଛଳ ଭାବରେ ମିଥ୍ୟା କହି ତୁମ୍ଭମାନଙ୍କୁ ଜାଲରେ ପକାଇବା ପାଇଁ ଚେଷ୍ଟା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି!
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಎಕ್ ವಜ್ಜೆ ಹೊವ್ಕ್ ನಾ ತೆ ಖರೆ ಹಾಯ್, ಜಾಲ್ಯಾರ್ ಬಿ ಶಾನೆಪಾನಾನ್ ಮಿಯಾ ತುಮ್ಕಾ ಶಿರ್ಕುನ್ ಘಾಟ್ಲಾ ಮನುನ್ ಮನ್ಸಿಲಾ.