2 Corinthians 12:17 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ପାଖକୁ ପଠାଇଥିବା ଲୋକମାନଙ୍କ ମଧ୍ଯରୁ କାହାରି ମାଧ୍ଯମ ରେ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଛି କି? ନା, ତୁମ୍ଭମାନେେ ଜାଣ ଯେ, ଏସବୁ ମୁଁ କଦାପି କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଅଛି, ସେମାନଙ୍କ ମଧ୍ୟରୁ କୌଣସି ଜଣକ ଦ୍ଵାରା କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଛି, ସେମାନଙ୍କ ମଧ୍ୟରୁ କାହାରି ଦ୍ୱାରା ମୁଁ କ’ଣ ତୁମ୍ଭମାନଙ୍କଠାରୁ କିଛି ସୁବିଧା ହାସଲ କରିଛି?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ପାଖକୁ ପଠାଇଥିବା ଲୋକମାନଙ୍କ ମଧ୍ୟରୁ କାହାରି ମାଧ୍ୟମରେ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଛି କି? ନା, ତୁମ୍ଭେମାନେ ଜାଣ ଯେ, ଏସବୁ ମୁଁ କଦାପି କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଅଛି, ସେମାନଙ୍କ ମଧ୍ୟରୁ କୌଣସି ଜଣକ ଦ୍ୱାରା କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛି?
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଅଛି, ସେମାନଙ୍କ ମଧ୍ୟରୁ କୌଣସି ଜଣକ ଦ୍ୱାରା କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚಾಡ್ಕೆ ಧಾಡಲ್ಲ್ಯಾ ಎಕ್ ಮಾನ್ಸಾ ವೈನಾ ತುಮ್ಚ್ಯಾ ವೈನಾ ಕಾಯ್ಬಿ ಫಾಯ್ದೊ ಕಾಡುನ್ ಘೆವ್ಕ್ ಬಗಟ್ಲಾ ಕಾಯ್?