2 Corinthians 12:18 — Compare Translations
7 translations compared side by side
Odia - 1840
"ମୁଁ ତିତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତିତସ କ'ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି? ନା! ତୁମ୍ଭମାନେେ ଜାଣ ଯେ ତିତସ ଓ ମୁଁ ଦୁ ହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହ ରେ କାମ କରିଛୁ। ସହେି ପବିତ୍ରଆତ୍ମାର ପ୍ ରରଣୋ ରେ ଆମ୍ଭେ ଦୁ ହେଁ କାମ କରିଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି, ପୁଣି ତାଙ୍କ ସହିତ ସେହି ଭାଇଙ୍କି ପଠାଇଥିଲି । ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କଅଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କଅଣ ଏକ ପଦଚିହ୍ନରେ ଗମନ କରି ନାହୁଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତୀତସଙ୍କୁ ଅନୁରୋଧ କଲି ଓ ତାଙ୍କ ସହିତ ଅନ୍ୟମାନଙ୍କୁ ପଠାଇଲଇ। ତୀତସ ତୁମ୍ଭମାନଙ୍କଠାରୁ କିଛି ସୁବିଧା ହାସଲ କରିଛନ୍ତି ବୋଲି କେହି କହି ପାରବ? ସେ ସହିତ ସମବ୍ୟବହାର କରି ନାହୁଁ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୀତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତୀତସ କ’ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି? ନା! ତୁମ୍ଭେମାନେ ଜାଣ ଯେ ତୀତସ ଓ ମୁଁ ଦୁହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହରେ କାମ କରିଛୁ। ସେହି ପବିତ୍ରଆତ୍ମାର ପ୍ରେରଣରେ ଆମ୍ଭେ ଦୁହେଁ କାମ କରିଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି, ପୁଣି, ତାହାଙ୍କ ସହିତ ସେହି ଭାଇଙ୍କୁ ପଠାଇଥିଲି। ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କଅଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କଅଣ ଏକ ପଦଚିହ୍ନରେ ଗମନ କରି ନାହୁଁ?
Odia IRV 2017 (ଓଡିଆ ବାଇବେଲ)
ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି,ପୁଣି, ତାଙ୍କ ସହିତ ସେହି ଭାଇଙ୍କି ପଠାଇଥିଲି । ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କ'ଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କ'ଣ ଏକ ପଦଚିହ୍ନରେ ଗମନ କରି ନାହୁଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾಕ್ಡೆ ಯೆವ್ಕ್ ಮಿಯಾ ತಿತಾಕ್ ಸಾಂಗಲ್ಲೊ ಅನಿ ತೆಚ್ಯಾ ವಾಂಗ್ಡಾ ಅನಿಎಕ್ ಭಾವಾಕ್ ಮಿಯಾ ಧಾಡಲ್ಲೊ. ತಿತಾನ್ ತುಮ್ಚೊ ಕಾಯ್ ಫಾಯ್ದೊ ಘೆಟ್ಲ್ಯಾನ್? ತೊ ಅನಿ ಮಿಯಾ ಎಕುಚ್ ಮನಾನ್ ಚಲುಕ್ನಾವ್ ಕಾಯ್? ಅಮ್ಚಿ ಚಾಲ್ ಕಾಯ್ ಎಕುಚ್ ನಮುನ್ಯಾಚಿ ಹೊವ್ಕ್ ನಾ ಕಾಯ್?