2 Corinthians 12:19 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ କ'ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷ ରେ ୟୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବ ରେ ପରମେଶ୍ବରଙ୍କ ଆଗ ରେ କହିଥିଲୁ। ତୁମ୍ଭମାନେେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହା କିଛି କହୁଛୁ ତାହା ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ ହବେ ବୋଲି କହୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ । ଈଶ୍ଵରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ଵରୂପେ ଆମ୍ଭେମାନେ କଥା କହୁଅଛୁ । କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବୋଧହୁଏ ତୁମ୍ଭେମାନେ ଭାବୁଛ, ଏ ପର୍ଯ୍ୟନ୍ତ ଆମେ କେବଳ ନିଜର ସଫେଇ ଦେଇ ଆସିଛୁ ନା! ଈଶ୍ୱରଙ୍କ ଉପସ୍ଥିତିରେ ଖ୍ରୀଷ୍ଟ ଆମକୁ କହିଲା ଭଳି ଆମେ ତୁମ୍ନଭମାନଙ୍କୁ କହୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷରେ ଯୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବରେ ପରମେଶ୍ୱରଙ୍କ ଆଗରେ କହିଥିଲୁ। ତୁମ୍ଭେମାନେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହାକିଛି କହୁଛୁ ତାହା ତୁମ୍ଭେମାନେ ଆଧ୍ୟାତ୍ମିକ ଭାବରେ ଶକ୍ତିଶାଳୀ ହେବ ବୋଲି କହୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ । ଈଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ । କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎವ್ಡೊ ಎಳ್ ಪತರ್ ತುಮ್ಚ್ಯಾಕ್ಡೆ ಬೊಲುನ್ ಅಮ್ಚಿ ಮರ್ಯಾದ್ ರಾಕುಕ್ ಮಿಯಾ ಬಗುಕ್ ಲಾಗ್ಲಾ ಮನುನ್ ತುಮಿ ಚಿಂತುಕ್ ಫಿರೆ. ನಾ ದೆವಾಚ್ಯಾ ಇದ್ರಾಕ್ ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾತ್ ಅಮಿ ಅಶೆಚ್ ಬೊಲ್ತಾಂವ್. ಪ್ರಿತಿಚ್ಯಾ ದೊಸ್ತಾನು ತುಮ್ಚಿ ವಾಡಾವಳುಚ್ ಅಮ್ಚ್ಯಾ ಜಿವನಾಚಿ ಗುರಿ ಮನುನ್ ಮಿಯಾ ಘೆಟ್ಲಾ.