2 Corinthians 12:20 — Compare Translations

7 translations compared side by side

Odia - 1840
"ଏଭଳି କହିବାର ଉଦ୍ଦେଶ୍ଯ ଯେ, ମାରେଭୟ ହେଉଛି: ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି ସେତବେେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସହେି ରୂପରେ ନ ପାଇ ପା ରେ ଓ ତୁମ୍ଭମାନେେ ମଧ୍ଯ ମାେତେ ଯାହା ଭାବିଛ ଠିକ୍ ସହେି ରୂପରେ ପାଇ ନ ପାର। ମାରେଭୟ ଯେ, କାଳେ ତୁମ୍ଭମାନଙ୍କ ମଧିଅରେ କଳହ, ଇର୍ଷା, କୋର୍ଧ, ସ୍ବାର୍ଥପରତା, ପରଚର୍ଚ୍ଚା, କାନ କୁହାକୋହି, ଗର୍ବ ଓ ଦ୍ବନ୍ଦ ଦେଖିବାକୁ ମିଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ତଗୋଳ ହୁଏ;
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ମୋର ଭୟ ହେଉଛି, ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇ ତୁମ୍ଭମାନଙ୍କ ଯେପରି ଦେଖିବାକୁ ଇଚ୍ଛା କରୁଛି, ସେପରି ଦେଖିବାକୁ ପାଇବି ନାହିଁ ଏବଂ ତୁମ୍ଭେମାନେ ମୋର ଯେଉଁ ରୂପ ଦେଖିବାକୁ ଇଚ୍ଛା କରୁ ନାହଁ, ହୁଏତ ତାହା ଦେଖିବାକୁ ପାଇବ। ହୁଏତ ସେଠାକୁ ଯାଇ ମୁଁ ନାନା ପ୍ରକାର ବିବାଦ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ଅପବାଦ, ଗର୍ବ ଓ ବିଶୃଙ୍ଖଳା ଦେଖିବକେୁ ପାଇବି।
Odia Bible ERV 2004 (ପବିତ୍ର ବାଇବଲ)
ଏଭଳି କହିବାର ଉଦ୍ଦେଶ୍ୟ ଯେ, ମୋର ଭୟ ହେଉଛି: ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି ସେତେବେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସେହି ରୂପରେ ନ ପାଇ ପାରେ ଓ ତୁମ୍ଭେମାନେ ମଧ୍ୟ ମୋତେ ଯାହା ଭାବିଛ ଠିକ୍ ସେହି ରୂପରେ ପାଇ ନ ପାର। ମୋର ଭୟ ଯେ, କାଳେ ତୁମ୍ଭମାନଙ୍କ ମଧ୍ୟରେ କଳହ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ପରଚର୍ଚ୍ଚା, କାନକୁହାକୋହି, ଗର୍ବ ଓ ଦ୍ୱନ୍ଦ ଦେଖିବାକୁ ମିଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;
Odia IRV 2017 (ଓଡିଆ ବାଇବେଲ)
କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚ್ಯಾಕ್ಡೆ ಯೆತಾನಾ ಮಾಜ್ಯಾ ಮನಾ ಸರ್ಕೆ ತುಮಿ ಹಾಶಿ ಕಾಯ್, ನಾಹೊಲ್ಯಾರ್ ತುಮ್ಚ್ಯಾ ಮನಾ ಸರ್ಕೊ ಮಿಯಾ ಹಾವ್ ಕಾಯ್ ನಾ. ಹೆಚೆ ಮಾಕಾ ಭಿಂಯೆ ದಿಸುಕ್ ಲಾಗ್ಲಾ. ತುಮ್ಚ್ಯಾ ಮದ್ದಿ ಝಗ್ಡೆ, ಎಕಾಮೆಕಾಕ್ ಜಳ್ತಲೆ, ದ್ವೆಶ್, ಸ್ವಾರ್ಥ್, ಚಾಡಿ ಬೊಲ್ತಲೆ, ಪುಸ್ಪುಸುನ್ ಬೊಲ್ತಲೆ, ಗರುಕಿಚಿ ಚಾಲ್ ಅನಿ ಗುಸ್ಪಾ ಗೊಂದಳ್ ಬಗುಕ್ ಗಾವ್ತಾಕಾ ಕಾಯ್ ಮನ್ತಲೆ ಭಿಂಯೆ.